33.1 C
Bhubaneswar
Friday, May 17, 2024
Homeଓଡିଶାଅସହ୍ୟ ଖରା : ଦିନ ସାଢେ ୧୧ଟା ସୁଦ୍ଧା ତାପମାତ୍ରା ଟପିଲା ୪୦ ଡିଗ୍ରୀ

ଅସହ୍ୟ ଖରା : ଦିନ ସାଢେ ୧୧ଟା ସୁଦ୍ଧା ତାପମାତ୍ରା ଟପିଲା ୪୦ ଡିଗ୍ରୀ

ଭୁବନେଶ୍ୱର : ରାଜ୍ୟରେ ପ୍ରବଳ ତାତି ଓ ଗ୍ରୀଷ୍ମ ପ୍ରବାହରେ ଜନ ଜୀବନ ଅସ୍ତବ୍ୟସ୍ତ। ଗୁରୁବାର ସାଢେ ୧୧ଟା ସୁଦ୍ଧା ତାପମାତ୍ରା ଟପିଲା ୪୦ ଡିଗ୍ରୀ। ବାଲେଶ୍ୱର, ଝାରସୁଗୁଡା ଓ କେନ୍ଦୁଝରର ତାପମାତ୍ରା ୪୦ ଡିଗ୍ରୀ ଅତିକ୍ରମ କରିଥିବା ରେକର୍ଡ କରାଯାଇଛି। ସମ୍ବଲପୁର ୩୯.୭, ହୀରାକୁଦ ୩୯, ରାଉରକେଲା ୩୮.୪, ଭୁବନେଶ୍ୱର ୩୮, ପୁରୀ ୩୩.୬, ପାରାଦୀପ ୩୨.୪, ଗୋପାଳପୁର ୩୨.୪ ଡିଗ୍ରୀ ରେକର୍ଡ କରାଯାଇଛି।

LEAVE A REPLY

Please enter your comment!
Please enter your name here

5,005FansLike
2,475FollowersFollow
12,700SubscribersSubscribe

Most Popular

HOT NEWS

Breaking