14.1 C
Bhubaneswar
Saturday, December 6, 2025
Homeଓଡିଶାରାଜଧାନୀରେ ସକାଳୁ ସକାଳୁ ଅସହ୍ୟ ତାତି, ଗୁଳୁଗୁଳି

ରାଜଧାନୀରେ ସକାଳୁ ସକାଳୁ ଅସହ୍ୟ ତାତି, ଗୁଳୁଗୁଳି

ଭୁବନେଶ୍ବର: ରାଜଧାନୀରେ ସକାଳୁ ସକାଳୁ ଅସହ୍ୟ ତାତି, ଗୁଳୁଗୁଳି । ପଶ୍ଚିମରୁ ଉପକୂଳ ଜଳୁଛି ଓଡ଼ିଶା । ଗୁଳୁଗୁଳିରେ ସନ୍ତୁଳି ହେଉଛନ୍ତି ରାଜ୍ୟବାସୀ । ସକାଳ ସାଢ଼େ ୮ଟା ସୁଦ୍ଧା ପୁରୀରେ ସର୍ବାଧୀକ ୩୪.୪ ଡିଗ୍ରି ତାପମାତ୍ରା ରେକର୍ଡ ହୋଇଛି । ସେହିପରି ବାଲେଶ୍ବରରେ ୩୩ ଡିଗ୍ରି, ଚାନ୍ଦବାଲିରେ ୩୨.୮ ଡିଗ୍ରି, ଭୁବନେଶ୍ବରରେ ୩୨ ଡିଗ୍ରି, ଗୋପାଳପୁର ଓ ପାରାଦୀପରେ ୩୧.୮ ଡିଗ୍ରି ତାପମାତ୍ରା ରେକର୍ଡ ହୋଇଛି । ସେହିପରି ଭୁବନେଶ୍ବରରେ ସକାଳୁ ଆର୍ଦ୍ରତା ୭୩.୬ ପ୍ରତିଶତ ରହିଛି । ଗତକାଲି ଅପରାହ୍ନରେ ସାମାନ୍ୟ ବର୍ଷା ସତ୍ତ୍ବେ ତାତି ଓ ଗରମରେ କୌଣସି ପ୍ରଭାବ ପଡ଼ିନାହିଁ ।

LEAVE A REPLY

Please enter your comment!
Please enter your name here

5,005FansLike
2,475FollowersFollow
12,700SubscribersSubscribe

Most Popular

HOT NEWS

Breaking