37.1 C
Bhubaneswar
Sunday, April 28, 2024
Homeଦେଶ ବିଦେଶଦୁଇ ଦିନିଆ ଓଡ଼ିଶା ଗସ୍ତରେ କେନ୍ଦ୍ର ଅର୍ଥମନ୍ତ୍ରୀ ନୀର୍ମଳା ସୀତାରମଣ

ଦୁଇ ଦିନିଆ ଓଡ଼ିଶା ଗସ୍ତରେ କେନ୍ଦ୍ର ଅର୍ଥମନ୍ତ୍ରୀ ନୀର୍ମଳା ସୀତାରମଣ

ଭୁବନେଶ୍ୱର: କେନ୍ଦ୍ର ଅର୍ଥମନ୍ତ୍ରୀ ନିର୍ମଳା ସୀତାରମଣ ଦୁଇଦିନିଆ ଓଡ଼ିଶା ଗସ୍ତରେ ଆସିଛନ୍ତି । ପୋଷ୍ଟ ବଜେଟ ଆଲୋଚନାରେ ଯୋଗ ଦେବା ପାଇଁ କେନ୍ଦ୍ର ଅର୍ଥମନ୍ତ୍ରୀ ଭୁବନେଶ୍ୱର ଆସି ପହଞ୍ଚିଛନ୍ତି । ଆସନ୍ତାକାଲି ସେ ହୋଟେଲ ‘ମେ ଫେୟାର’ରେ ଆୟୋଜିତ ପୋଷ୍ଟ ବଜେଟ ଆଲୋଚନା ଚକ୍ରରେ ଭାଗ ନେବେ ନିର୍ମଳା ସୀତାରମଣ । ପରେ ପରେ ଖୋର୍ଦ୍ଧା ଅରୁଗୁଳସ୍ଥିତ ଆଇଆଇଟିରେ ଛାତ୍ରଛାତ୍ରୀମାନଙ୍କ ସହ ଆଲୋଚନା କରିବେ । ଆଜି ସନ୍ଧ୍ୟାରେ ଭୁବନେଶ୍ୱର ବିମାନବନ୍ଦରରେ ନିର୍ମଳା ସୀତାରମଣଙ୍କୁ ଭବ୍ୟ ସ୍ୱାଗତ କରାଯାଇଛି । କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ, ରାଜ୍ୟ ବିଜେପି ସଭାପତି ସମୀର ମହାନ୍ତିଙ୍କ ସମେତ ବହୁ ବିଜେପି ନେତା ତାଙ୍କୁ ସ୍ୱାଗତ କରିଛନ୍ତି ।

ଝିଅର ମୃତଦେହକୁ ଜଙ୍ଗଲରେ ଫିଙ୍ଗିଦେଲେ ପରିବାର ଲୋକେ

LEAVE A REPLY

Please enter your comment!
Please enter your name here

5,005FansLike
2,475FollowersFollow
12,700SubscribersSubscribe

Most Popular

HOT NEWS

Breaking