27.1 C
Bhubaneswar
Sunday, May 3, 2026
Homeଓଡିଶାଓଡିଶା ଆସିବେ କେନ୍ଦ୍ର ସ୍ୱାସ୍ଥ୍ୟମନ୍ତ୍ରୀ

ଓଡିଶା ଆସିବେ କେନ୍ଦ୍ର ସ୍ୱାସ୍ଥ୍ୟମନ୍ତ୍ରୀ

ଭୁୁବନେଶ୍ୱର:  ୨୮ରେ ଓଡିଶା ଆସିବେ କେନ୍ଦ୍ର ସ୍ୱାସ୍ଥ୍ୟମନ୍ତ୍ରୀ । କେନ୍ଦ୍ର ସ୍ୱାସ୍ଥ୍ୟମନ୍ତ୍ରୀ ତଥା ବିଜେପି ରାଷ୍ଟ୍ରୀୟ ଅଧ୍ୟକ୍ଷ ଜେପି ନଡ୍ଡା । ପୁରୀରେ ସ୍ୱାସ୍ଥ୍ୟ ବିଭାଗର କାଯ୍ୟକ୍ରମରେ ସାମିଲ ହେବେ ।  ସେଠାରେ ଉପସ୍ଥିତ ରହିବେ ମୁଖ୍ୟମନ୍ତ୍ରୀ ମୋହନ ମାଝୀ  ଓ ସ୍ୱାସ୍ଥ୍ୟମନ୍ତ୍ରୀ ମୁକେଶ ମହାଲିଙ୍ଗ ।

5,005FansLike
2,475FollowersFollow
12,700SubscribersSubscribe

HOT NEWS

Breaking