ଆଜି ଓଡ଼ିଶା ଆସୁଛନ୍ତି କେନ୍ଦ୍ର ଗୃହ ମନ୍ତ୍ରୀ ଅମିତ ଶାହ

ଭୁବନେଶ୍ୱର : ଆଜି ଓଡ଼ିଶା ଗସ୍ତରେ ଆସୁଛନ୍ତି କେନ୍ଦ୍ର ଗୃହ ମନ୍ତ୍ରୀ ଅମିତ ଶାହ । ସୋନପୁର ରାମେଶ୍ୱରମ ଷ୍ଟାଡିୟମରେ ଅପରାହ୍ନ ୪ଟା ୩୫ରେ କରିବେ ବିଶାଳ ନିର୍ବାଚନୀ ସଭା । ସୋନପୁରରୁ ନିର୍ବାଚନୀ ପ୍ରଚାର ଆରମ୍ଭ କରିବେ ବିଜେପିର ଅନ୍ୟତମ ଷ୍ଟାର ପ୍ରଚାରକ ଅମିତ ଶାହ।ଝାରସୁଗୁଡ଼ା ବିମାନ ବନ୍ଦରରେ ସ୍ୱତନ୍ତ୍ର ବିମାନ ଯୋଗେ ଅପରାହ୍ନ ୩ଟା ୪୫ରେ ପହଞ୍ଚିବେ ଶାହ । ସେଠାରୁ ସ୍ବତନ୍ତ୍ର ହେଲିକପ୍ଟର ଯୋଗେ ସୋନପୁର ଯିବାର କାର୍ୟ୍ୟକ୍ରମ ରହିଛି। ସୋନପୁର ସଭାରେ … Continue reading ଆଜି ଓଡ଼ିଶା ଆସୁଛନ୍ତି କେନ୍ଦ୍ର ଗୃହ ମନ୍ତ୍ରୀ ଅମିତ ଶାହ