ଓଡ଼ିଶାରେ ଆୟୋଜିତ ରୋଜଗାର ମେଳାରେ ନିଯୁକ୍ତିପତ୍ର ବିତରଣ କଲେ କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ
ଭୁବନେଶ୍ୱର: ଓଡ଼ିଶାରେ ଆଜି ଚଳିତ ବର୍ଷର ପ୍ରଥମ ରୋଜଗାର ମେଳା ଅନୁଷ୍ଠିତ ହୋଇଛି। କେନ୍ଦ୍ର ଶିକ୍ଷା, ଦକ୍ଷତା ବିକାଶ ଏବଂ ଉଦ୍ୟମିତା ମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ଭୁବନେଶ୍ୱର ଆଚାର୍ଯ୍ୟ ବିହାରସ୍ଥିତ ଖଣିଜ ଏବଂ ବସ୍ତୁ ପ୍ରଯୁକ୍ତି ପ୍ରତିଷ୍ଠାନ (ଆଇଏମଏମଟି)ରେ ଆୟୋଜିତ ରୋଜଗାର ମେଳାରେ ୧୨୮ ଜଣ ନବନିଯୁକ୍ତ କର୍ମଚାରୀମାନଙ୍କୁ ସରକାରୀ ଚାକିରିର ନିଯୁକ୍ତିପତ୍ର ବାଣ୍ଟିଛନ୍ତି। ଏମାନଙ୍କୁ ଭାରତ ସରକାରଙ୍କ ବିଭିନ୍ନ ମନ୍ତ୍ରଣାଳୟ ଓ ବିଭାଗରେ ନିଯୁକ୍ତି ମିଳିଛି। ଏହି ଅବସରରେ କେନ୍ଦ୍ରମନ୍ତ୍ରୀ ଶ୍ରୀ ପ୍ରଧାନ କହିଛନ୍ତି, ରୋଜଗାର … Continue reading ଓଡ଼ିଶାରେ ଆୟୋଜିତ ରୋଜଗାର ମେଳାରେ ନିଯୁକ୍ତିପତ୍ର ବିତରଣ କଲେ କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ
Copy and paste this URL into your WordPress site to embed
Copy and paste this code into your site to embed