28.7 C
Bhubaneswar
Friday, April 10, 2026
Homeଓଡିଶାଉତ୍ତମ ମହାନ୍ତିଙ୍କୁ ଭେଟିଲେ କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ

ଉତ୍ତମ ମହାନ୍ତିଙ୍କୁ ଭେଟିଲେ କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ

ଭୁବନେଶ୍ୱର: ଓଡ଼ିଆ ଫିଲ୍ମ ଜଗତର ବର୍ଷିୟାନ ଅଭିନେତା ଉତ୍ତମ ମହାନ୍ତିଙ୍କୁ ଭେଟିଲେ କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ। ଗୁରୁଗ୍ରାମର ମେଦାନ୍ତ ହସ୍ପିଟାଲରେ ଉତ୍ତମଙ୍କ ଚିକିତ୍ସା ସମ୍ପର୍କରେ ଡାକ୍ତରଙ୍କ ପାଖରୁ ବୁଝିଛନ୍ତି କେନ୍ଦ୍ରମନ୍ତ୍ରୀ।ଏଥିସହ ଉତ୍ତମ ମହାନ୍ତିଙ୍କ ପୁଅ ବାବୁସାନଙ୍କ ସହ କଥା ହୋଇଛନ୍ତି ଧର୍ମେନ୍ଦ୍ର। ଚିକିତ୍ସା ପାଇଁ ଯାହା ଆବଶ୍ୟକ ସମସ୍ତ ପ୍ରକାର ସୁବିଧା ଯୋଗାଇ ଦିଆଯିବ ବୋଲି କହିଛନ୍ତି ଧର୍ମେନ୍ଦ୍ର ପ୍ରଧାନ। ଉତ୍ତମ ମହାନ୍ତିଙ୍କୁ ଭୁବନେଶ୍ବରରୁ ଏୟାରଲିଫ୍ଟ କରାଯାଇ ଦିଲ୍ଲୀ ନିଆଯାଇଥିଲା।

 

5,005FansLike
2,475FollowersFollow
12,700SubscribersSubscribe

HOT NEWS

Breaking