25.9 C
Bhubaneswar
Monday, April 6, 2026
Homeଓଡିଶାକୋଣାର୍କରେ କେନ୍ଦ୍ର ସଂସ୍କୃତି ଓ ପର୍ଯ୍ୟଟନ ମନ୍ତ୍ରୀ

କୋଣାର୍କରେ କେନ୍ଦ୍ର ସଂସ୍କୃତି ଓ ପର୍ଯ୍ୟଟନ ମନ୍ତ୍ରୀ

କୋଣାର୍କ: କୋଣାର୍କ ସୂର୍ଯ୍ୟ ମନ୍ଦିରରୁ ବାଲି କାଢ଼ିବାରେ ବିଳମ୍ବକୁ ନେଇ ସ୍ଥିତି ଅନୁଧ୍ୟାନ କରିଛନ୍ତି କେନ୍ଦ୍ର ସଂସ୍କୃତି ଓ ପର୍ଯ୍ୟଟନ ମନ୍ତ୍ରୀ ଗଜେନ୍ଦ୍ର ସିଂହ ଶେଖାୱତ। ସେ ଆଜି ବାଲି କାଢ଼ିବାରେ କାହିଁକି ବିଳମ୍ବ ହେଉଛି, ସେ ସମ୍ପର୍କରେ ଏ.ଏସ.ଆଇ ସୁପରିଣ୍ଟେଣ୍ଡେଣ୍ଟ ଡି.ବି ଗଡ଼ନାୟକଙ୍କ ସହିତ ଆଲୋଚନା କରିଛନ୍ତି।ବାଲି କାଢ଼ିବା ଟ୍ରେସ ମ୍ୟାପ ମଧ୍ୟ ଦେଖିଛନ୍ତି ସେ। କିଭଳି ସୁରକ୍ଷିତ ଭାବରେ ବାଲି କଢ଼ାଯିବ ସେ ସମ୍ପର୍କରେ ବରିଷ୍ଠ ଅଧିକାରୀମାନଙ୍କ ସହିତ ଆଲୋଚନା କରିଛନ୍ତି କେନ୍ଦ୍ର ପର୍ଯ୍ୟଟନ ମନ୍ତ୍ରୀ ଗଜେନ୍ଦ୍ର ସିଂହ ଶେଖାୱତ।

5,005FansLike
2,475FollowersFollow
12,700SubscribersSubscribe

HOT NEWS

Breaking