33.1 C
Bhubaneswar
Friday, April 26, 2024
Homeକରୋନାରାମଦାସ ଆଠୱାଲେ ଙ୍କୁ କରୋନା

ରାମଦାସ ଆଠୱାଲେ ଙ୍କୁ କରୋନା

ନୂଆଦିଲ୍ଲୀ : କେନ୍ଦ୍ରମନ୍ତ୍ରୀ ତଥା ରିପବ୍ଲିକାନ ପାର୍ଟି ଅଫ୍ ଇଣ୍ଡିଆର ସଭାପତି ରାମଦାସ ଆଠୱାଲେ କରୋନା ମହାମାରୀରେ ସଂକ୍ରମିତ ହୋଇଛନ୍ତି । ଆଜି ରିପୋର୍ଟ ପଜିଟିଭ୍ ଆସିବା ପରେ ଆଠୱାଲେଙ୍କୁ ଚିକିତ୍ସା ପାଇଁ ବମ୍ବେ ହସ୍ପିଟାଲରେ ଭର୍ତ୍ତି କରାଯାଇଛି । କେନ୍ଦ୍ରମନ୍ତ୍ରୀଙ୍କ କାର୍ଯ୍ୟଳୟରୁ ଏନେଇ ସୂଚନା ଦିଆଯାଇଛି । ସେ ତାଙ୍କ ଦଳର ଏକ ମିଶ୍ରଣ ପର୍ବର ଯୋଗ ଦେଇ ଫେରିବା ପରେ କରୋନା ପଜିଟିଭ୍ ହୋଇଥିବା ଜଣାପଡ଼ିଛି ।

ତେବେ ଆଠୱାଲେ ‘ଗୋ କରୋନା ଗୋ’ର ସ୍ଲୋଗାନ ଦେଇଥିଲେ, ଯାହାକି ସୋସିଆଲ ମିଡିଆରେ ଖୁବ ଭାଇରାଲ ହୋଇଥିଲା । ଏଥିପାଇଁ ସେ ଅନେକ ଉପହାସର ସାମ୍ନା କରିଥିଲେ ।

LEAVE A REPLY

Please enter your comment!
Please enter your name here

5,005FansLike
2,475FollowersFollow
12,700SubscribersSubscribe

Most Popular

HOT NEWS

Breaking