କେନ୍ଦ୍ର ଜନଜାତି ବ୍ୟାପାର ମନ୍ତ୍ରୀ ଶ୍ରୀଯୁକ୍ତ ଅର୍ଜୁନ ମୁଣ୍ଡାଙ୍କ ଦୁଇ ଦିନିଆ ଯାଜପୁର ଜିଲ୍ଲା ଗସ୍ତ କାର୍ଯ୍ୟକ୍ରମ

ଯାଜପୁର: ଭାରତର ମାନ୍ୟବର କେନ୍ଦ୍ର ଜନଜାତି ବ୍ୟାପାର ମନ୍ତ୍ରଣାଳୟ ମନ୍ତ୍ରୀ ଶ୍ରୀଯୁକ୍ତ ଅର୍ଜୁନ ମୁଣ୍ଡା ଦୁଇ ଦିନିଆ ଯାଜପୁର ଜିଲ୍ଳ୍‌ା ଗସ୍ତରେ ଆସି ଆଜି ପୂର୍ବାହ୍ନରେ ଜିଲ୍ଳ୍‌ା ପ୍ରଦକ୍ଷଣ ଭବନ ଠାରେ ପହଞ୍ଚିବା ପରେ ଜିଲ୍ଲା ପୋଲିସ ପ୍ରଶାସନ ପକ୍ଷରୁ ରାଷ୍ଟ୍ରୀୟ ସମ୍ମାନ ପ୍ରଦାନ କରାଯାଇଥିବା ବେଳେ ଜିଲ୍ଳ୍‌ାପାଳ ତଥା ଜିଲ୍ଳ୍‌ା ମାଜିଷ୍ଟ୍ରେଟ୍ ଶ୍ରୀ ଚକ୍ରୱର୍ତ୍ତୀ ସିଂହ ରାଠୋର ମାନ୍ୟବର ମନ୍ତ୍ରୀଙ୍କୁ ସ୍ୱାଗତ କରିଥିଲେ । ପ୍ରଦକ୍ଷଣ ଭବନ ଠାରେ ଜିଲ୍ଲାପାଳ ଶ୍ରୀ ରାଠୋର ମାନ୍ୟବର ମନ୍ତ୍ରୀଙ୍କୁ … Continue reading କେନ୍ଦ୍ର ଜନଜାତି ବ୍ୟାପାର ମନ୍ତ୍ରୀ ଶ୍ରୀଯୁକ୍ତ ଅର୍ଜୁନ ମୁଣ୍ଡାଙ୍କ ଦୁଇ ଦିନିଆ ଯାଜପୁର ଜିଲ୍ଲା ଗସ୍ତ କାର୍ଯ୍ୟକ୍ରମ