ଆମେରିକୀୟ ସେନାକୁ ଟାର୍ଗେଟ୍: ୩ ମୃତ

ନୂଆଦିଲ୍ଲୀ: ଜୋର୍ଡାନରେ ଆମେରିକୀୟ ସେନା କ୍ୟାମ୍ପକୁ ଟାର୍ଗେଟ୍ କରାଯାଇଛି। ଡ୍ରୋନ୍ ଆକ୍ରମଣରେ ୩ଜଣଙ୍କର ମୃତ୍ୟୁ ଘଟିଥିବାବେଳେ ୩୦ରୁ ଅଧିକ ଲୋକ ଗୁରୁତର ହୋଇଥିବା ସୂଚନା ମିଳିଛି। ସିରିଆ ସୀମା ନିକଟ ଉତ୍ତରପୂର୍ବ ଜୋର୍ଡାନରେ ଏହି ଆକ୍ରମଣ ହୋଇଛି। ଦୀର୍ଘ ଦିନ ପରେ ମଧ୍ୟ ପ୍ରାଚ୍ୟ ଦେଶରେ ଆମେରିକୀୟ ସେନା ମାନଙ୍କୁ ଟାର୍ଗେଟ କରାଯାଇଛି। ସେପଟେ ଏହି ଆକ୍ରମଣ ପାଇଁ ଆମେରିକା ଇରାନକୁ ଦାୟୀ କରିଛି। ଇରାନ୍ ସମର୍ଥିତ ଆତଙ୍କବାଦୀ ଗୋଷ୍ଠୀ ଆକ୍ରମଣ କରିଥିବା ଆମେରିକା କହିଛି। ଅନ୍ୟପଟେ … Continue reading ଆମେରିକୀୟ ସେନାକୁ ଟାର୍ଗେଟ୍: ୩ ମୃତ