19.1 C
Bhubaneswar
Saturday, December 13, 2025
Homeଓଡିଶାଉତ୍କଳ ବିଶ୍ୱବିଦ୍ୟାଳୟରେ ଉତ୍ତେଜନା

ଉତ୍କଳ ବିଶ୍ୱବିଦ୍ୟାଳୟରେ ଉତ୍ତେଜନା

ଭୁବନେଶ୍ୱର : ଉତ୍କଳ ବିଶ୍ୱବିଦ୍ୟାଳୟରେ  ଉତ୍ତେଜନା । ବିଶ୍ୱବିଦ୍ୟାଳୟରେ   ଜୟ ଭୀମ ଛାତ୍ର ସଂଗଠନକୁ ବିରୋଧ କରିଛନ୍ତି । ମାଡ ମାରିଥିବା ଭୟଭୀମ ସଦସ୍ୟଙ୍କୁ ଗିରଫ ଦାବି କରାଯାଇଛି । ଏବିଭିପି , ଛାତ୍ର କଂଗ୍ରେସ ପକ୍ଷରୁ ବିରୋଧ ପ୍ରଦର୍ଶନ କରିଛନ୍ତି । ବିଶ୍ୱବିଦ୍ୟାଳୟର ମୁଖ୍ୟ ଫାଟକରେ ତାଲା ପକାଇ ବିକ୍ଷୋଭ କରିଛନ୍ତି । ଘଟଣାସ୍ଥଳରେ ୪ ପ୍ଲାଟୁନ ପୋଲିସ ଓ ୨ ଏସପି ମୁତୟନ ଅଛନ୍ତି । କାଲି ଜୟଭୀମ ସଂଗଠନର କିଛି ପିଲା ଗଣ୍ଡଗୋଳ କରିଥିଲେ । ବଚସା ପରେ ଛାତ୍ର ସଂଗଠନ ଉପରେ ଆକ୍ରମଣ ହୋଇଥିବା ଅଭିଯୋଗ ହୋଇଛି । ଆକ୍ରମଣରେ ଆହତ ହୋଇଥିବା ଛାତ୍ର ମେଡିକାଲରେ ଭର୍ତ୍ତି ହୋଇଛନ୍ତି ।

LEAVE A REPLY

Please enter your comment!
Please enter your name here

5,005FansLike
2,475FollowersFollow
12,700SubscribersSubscribe

Most Popular

HOT NEWS

Breaking