32.1 C
Bhubaneswar
Saturday, May 4, 2024
Homeଦେଶ ବିଦେଶଉତ୍ତରପ୍ରଦେଶରେ ବଡ଼ ଧରଣର ଦୁର୍ଘଟଣା, ୭ ମୃତ

ଉତ୍ତରପ୍ରଦେଶରେ ବଡ଼ ଧରଣର ଦୁର୍ଘଟଣା, ୭ ମୃତ

ଖେରି: ଉତ୍ତରପ୍ରଦେଶ ବାହାରେଚରେ ବଡ଼ ଧରଣର ଦୁର୍ଘଟଣା । ଦୁର୍ଘଟଣାରେ ୭ଜଣ ପ୍ରାଣ ହରାଇଥିବାବେଳେ ଆହତ ହୋଇଛନ୍ତି ୧୨ ଜଣ । ଆହତମାନଙ୍କୁ ସ୍ଥାନୀୟ ଜିଲ୍ଲା ହସ୍ପିଟାଲରେ ଭର୍ତ୍ତି କରାଯାଇଛି । ବାହାରେଚ-ଲଖିମପୁର ଖେରି ରାଜପଥର ନେନିହାଠାରେ ଏକ ଟେମ୍ପୋ ଟ୍ରାଭେଲର ସହ ଏକ ଟ୍ରକର ମୁହାଁମୁହିଁ ଧକ୍କା ହେବାରୁ ଏହି ଦୁର୍ଘଟଣା ଘଟିଛି । ତେବେ ଏହି ଦୁର୍ଘଟଣାରେ ଘଟଣାସ୍ଥଳରେ ୫ ଜଣଙ୍କ ମୃତ୍ୟୁ ହୋଇଥିବା ବେଳେ ହସ୍ପିଟାଲରେ ଆଉ ୨ ଜଣଙ୍କ ମୃତ୍ୟୁ ହୋଇଥିବା ସୂଚନା ମିଳିଛି । ଘଟଣାସ୍ଥଳରେ ପୋଲିସ ପହଞ୍ଚି ତଦନ୍ତ କରିଛି ।

LEAVE A REPLY

Please enter your comment!
Please enter your name here

5,005FansLike
2,475FollowersFollow
12,700SubscribersSubscribe

Most Popular

HOT NEWS

Breaking