24.1 C
Bhubaneswar
Sunday, October 6, 2024
Homeଦେଶ ବିଦେଶଭୂମିକମ୍ପରେ ଥରିଲା ଉତ୍ତରାଖଣ୍ଡ

ଭୂମିକମ୍ପରେ ଥରିଲା ଉତ୍ତରାଖଣ୍ଡ

ଉତ୍ତରଖଣ୍ଡ : ଭୂମିକମ୍ପରେ ଥରିଲା ଉତ୍ତରାଖଣ୍ଡ । ରିକ୍ଟର ସ୍କେଲରେ ଏହି ଭୂକମ୍ପର ତୀବ୍ରତା ୩.୫ ରହିଥିଲା । ଭୂକମ୍ପ ପ୍ରଭାବରେ କ୍ଷୟକ୍ଷତିର କୌଣସି ସୂଚନା ମିଳିନାହିଁ । ଭୂକମ୍ପ ଅନୁଭୂତହେବା ପରେ ସ୍ଥାନୀୟ ଅଞ୍ଚଳରେ ଭୟର ବାତାବରଣ ଖେଳିଯାଇଥିଲା । ଲୋକମାନେ ଘରୁ ଭରାଈ ଏଣେତେଣେ ଦୌଡ଼ି ମଧ୍ୟ ପଳାଇଥିଲେ । କିଛି ସମୟ ପାଇଁ ସ୍ଥାନୀୟ ଅଂଚଳରେ ଅଶାନ୍ତ ପରିବେଶ ସୃଷ୍ଟି ହୋଇଯାଇଥିଲା । ଉତ୍ତରାଖଣ୍ଡର ଚାମୋଲିରେ ଭୂକମ୍ପ ଅନୁଭୂତ ହୋଇଥିଲା ।

LEAVE A REPLY

Please enter your comment!
Please enter your name here

5,005FansLike
2,475FollowersFollow
12,700SubscribersSubscribe

Most Popular

HOT NEWS

Breaking