ଅବକାରୀ ସୁପରିଟେଣ୍ଡେଣ୍ଟ ନିଲମ୍ବିତ

ଭୁବନେଶ୍ୱର :  ବେଆଇନ ମଦ କାରବାର ନେଇ କଡ଼ା ଆଭିମୁଖ୍ୟ ଗ୍ରହଣ କରିଛନ୍ତି ରାଜ୍ୟ ସରକାର। ଘଟଣାରେ ବ୍ରହ୍ମପୁରର ଅବକାରୀ ସୁପରିଟେଣ୍ଡେଣ୍ଟଙ୍କୁ ନିଲମ୍ବିତ କରାଯାଇଛି। ଏନେଇ ସୂଚନା ଦେଇଛନ୍ତି ଅବକାରୀ ମନ୍ତ୍ରୀ ପୃଥ୍ବୀରାଜ ହରିଚନ୍ଦନ। ମାମଲାରେ ସଂପୃକ୍ତ ସମସ୍ତ ବ୍ୟକ୍ତିଙ୍କୁ ଖୋଜି ବାହାର କରାଯିବା ସହିତ ଆଇନ ଅନୁଯାୟୀ କଠୋର ଦଣ୍ଡବିଧାନ କରାଯିବ । ଏଥି ସହିତ ବେଆଇନ ତଥା ଚୋରା ମଦ କାରବାରକୁ ସଂପୂର୍ଣ୍ଣ ରୂପେ ବନ୍ଦ କରିବା ପାଇଁ ଆବଶ୍ୟକୀୟ ସମସ୍ତ ପ୍ରକାର ପଦକ୍ଷେପ … Continue reading ଅବକାରୀ ସୁପରିଟେଣ୍ଡେଣ୍ଟ ନିଲମ୍ବିତ