30.1 C
Bhubaneswar
Friday, April 26, 2024
Homeଦେଶ ବିଦେଶଦେଶରେ ୯୦ କୋଟିରୁ ଅଧିକ ଟୀକାକରଣ

ଦେଶରେ ୯୦ କୋଟିରୁ ଅଧିକ ଟୀକାକରଣ

ନୂଆଦିଲ୍ଲୀ : ଦେଶରେ କରୋନା ସଂକ୍ରମଣ ଆୟତ୍ତ୍ୱ ହେବାରେ ଲାଗିଛି । ଏହା ମଧ୍ୟରେ ଭାରତରେ ପ୍ରାୟ ୯୦ କୋଟିରୁ ଅଧିକ ଟୀକାକରଣ ହୋଇଥିବାର କଥା ସାମ୍ନାକୁ ଆସିଛି । ଏନେଇ ସ୍ୱାସ୍ଥ୍ୟମନ୍ତ୍ରୀ ମନସୁଖ ମାଣ୍ଡଭିଆ ଟ୍ୱିଟ କରି ସୂଚନା ଦେଇଛନ୍ତି । ତେବେ ଲାଲବାହାଦୁର ଶାସ୍ତ୍ରୀ ଜୟ ଜବାନ, ଜୟ କିସାନ ନାରା ଦେଇଥିଲେ । ସେପଟେ ଅଟଳ ବିହାରୀ ବାଜପେୟୀ ଜୟ ବିଜ୍ଞାନକୁ ଯୋଡ଼ିଥିଲେ । ହେଲେ ବର୍ତ୍ତମାନ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଜୟ ଅନୁସନ୍ଧାନ ନାରା ଦେଇଛନ୍ତି । ଯାହାର ଜ୍ୱଳନ୍ତ ଉଦାହରଣ ହେଉଛି ଭାରତ ବର୍ଷରେ ହେଉଥିବା ଟୀକାକରଣ । ପ୍ରଧାନମନ୍ତ୍ରୀଙ୍କ ପ୍ରଚେଷ୍ଟା ଫଳରେ ଦେଶରେ ୯୦ କୋଟିରୁ ଅଧିକ ଟୀକାକରଣ ସମ୍ଭବ ହୋଇପାରିଛି ବୋଲି ସ୍ୱାସ୍ଥ୍ୟମନ୍ତ୍ରୀ ମନସୁଖ ମାଣ୍ଡଭିଆ ଟ୍ୱିଟ କରି କହିଛନ୍ତି ।

LEAVE A REPLY

Please enter your comment!
Please enter your name here

5,005FansLike
2,475FollowersFollow
12,700SubscribersSubscribe

Most Popular

HOT NEWS

Breaking