39.1 C
Bhubaneswar
Friday, April 26, 2024
Homeଦେଶ ବିଦେଶଭାରସାମ୍ୟ ହରାଇ ଓଲଟିଲା ଭ୍ୟାନ ୬ ମୃତ; ୯ଗୁରୁତର

ଭାରସାମ୍ୟ ହରାଇ ଓଲଟିଲା ଭ୍ୟାନ ୬ ମୃତ; ୯ଗୁରୁତର

ଆନ୍ଧ୍ରପ୍ରଦେଶ : ଆନ୍ଧ୍ରପ୍ରଦେଶର ପୂର୍ବ ଗୋଦାବରୀ ଥାଣ୍ଟିକୋଣ୍ଡା ଗାଁରେ ଏକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ଘଟିଥିବା ଶୁକ୍ରବାର ଜଣାପଡ଼ିଛି। ଗତକାଲି ବିଳମ୍ବିତ ରାତିରେ ଏକ ଯାତ୍ରୀବାହୀ ଭ୍ୟାନ ଭାରସାମ୍ୟ ହରାଇ ଓଲଟି ପଡ଼ିବାରୁ ୬ ଜଣଙ୍କର ମୃତ୍ୟୁ ହୋଇଥିବାବେଳେ ୯ ଜଣ ଗୁରୁତର ହୋଇଛନ୍ତି । ଗୁରୁତରଙ୍କୁ ନିକଟସ୍ଥ ହସ୍ପିଟାଲରେ ଭର୍ତ୍ତି କରାଯାଇଛି। ଉକ୍ତ ଯାତ୍ରୀମାନେ ଏକ ବିବାହ ଉତ୍ସବରୁ ଫେରୁଥିବା ବେଳେ ଭାରସାମ୍ୟ ହରାଇ ଭ୍ୟାନଟି ଓଲଟି ପଡ଼ିଥିଲା।

LEAVE A REPLY

Please enter your comment!
Please enter your name here

5,005FansLike
2,475FollowersFollow
12,700SubscribersSubscribe

Most Popular

HOT NEWS

Breaking