28.1 C
Bhubaneswar
Sunday, September 29, 2024
Homeଓଡିଶାବବି ଦାସଙ୍କ ସରକାରୀ ଘରେ ଚାଲିଛି ଭଙ୍ଗାରୁଜା

ବବି ଦାସଙ୍କ ସରକାରୀ ଘରେ ଚାଲିଛି ଭଙ୍ଗାରୁଜା

ଭୁବନେଶ୍ୱର :ବିଜେଡି ନେତା ପ୍ରଣବ ପ୍ରକାଶ ଦାଶ(ବବି)ଙ୍କ ସରକାରୀ ଘରେ ଚାଲିଛି ଭଙ୍ଗାରୁଜା । ଅଣ୍ଡର ଗ୍ରାଉଣ୍ଡ ନିର୍ମାଣକୁ ଭଙ୍ଗାଯାଇଛି। ବବିଙ୍କ ସରକାରୀ ଘରେ ଭଙ୍ଗାରୁଜା ଚାଲିଛି । ବବିଙ୍କ ଘରେ ଅଣ୍ଡର ଗ୍ରାଉଣ୍ଡରେ କିଛି ନିର୍ମାଣ ହୋଇଥିଲା । ଅଣ୍ଡର ଗ୍ରାଉଣ୍ଡ ନିର୍ମାଣକୁ ଭଙ୍ଗା ଚାଲିଛି । କ୍ୱାର୍ଟର୍ସରେ ହୋଇଥିବା ସୌନ୍ଦର୍ଯ୍ୟକରଣ କାମକୁ ଭଙ୍ଗାଯାଉଛି । କିଏ ଭାଙ୍ଗୁଛି ଓ କାହିଁକି ଭାଙ୍ଗୁଛି ତାହା ଏ ପର୍ଯ୍ୟନ୍ତ ଜଣାପଡିନାହିଁ ।

LEAVE A REPLY

Please enter your comment!
Please enter your name here

5,005FansLike
2,475FollowersFollow
12,700SubscribersSubscribe

Most Popular

HOT NEWS

Breaking