ବଜେଟ୍ ଅଧିବେଶନରେ ବେଦାନ୍ତ ତାତି: ଅପରାହ୍ନ ୪ଟା ଯାଏଁ ଗୃହ ମୁଲତବୀ

ଭୁବନେଶ୍ବର: ବିଧାନସଭା ବଜେଟ୍ ଅଧିବେଶନରେ ବେଦାନ୍ତ ତାତି। ମଙ୍ଗଳବାର ବିଧାନସଭା ଶୂନ୍ୟକାଳରେ ବେଦାନ୍ତ ଜମି ହଡ଼ପ ପ୍ରସଙ୍ଗ ଉଠାଇ ଗୃହରେ ଧାରଣା ଦେଇଥିଲେ କଂଗ୍ରେସ ବିଧାୟକ ଦଳର ନେତା ନରସିଂହ ମିଶ୍ର। ଯାହାପରେ ବାଚସ୍ପତି ଗୃହକୁ ଅପରାହ୍ନ ୪ଟା ଯାଏଁ ମୁଲତବୀ ଘୋଷଣା କରିଛନ୍ତି। କର୍ଣ୍ଣାଟକରେ ବୃଦ୍ଧି ପାଇବାରେ ଲାଗିଛି ମଙ୍କି ଫିଭର୍‌