ଉତ୍ତର ଓଡ଼ିଶାରେ ଅତି ପ୍ରବଳ ବର୍ଷା ସମ୍ଭାବନା

ଭୁବନେଶ୍ୱର: ଆସନ୍ତା ୪୮ଘଣ୍ଟା ମଧ୍ୟରେ ଉତ୍ତର ଓଡ଼ିଶାରେ ପ୍ରବଳରୁ ଅତି ପ୍ରବଳ ବର୍ଷା ସମ୍ଭାବନା ରହିଛି । ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର ପକ୍ଷରୁ କୁହାଯାଇଛି ଯେ ଆଜିଠାରୁ ଶୁକ୍ରବାର ସକାଳ ୮ଟା ପର୍ଯ୍ୟନ୍ତ ଉତ୍ତର ଓଡ଼ିଶାର କିଛି ଜିଲ୍ଲାରେ ପ୍ରବଳରୁ ଅତି ପ୍ରବଳ ବର୍ଷା ହେବାର ଆକଳନ କରାଯାଉଛି । ଆସନ୍ତାକାଲି ମୟୂରଭଞ୍ଜ ଓ ସୁନ୍ଦରଗଡ଼ ଜିଲ୍ଲାକୁ ଅରେଞ୍ଜ ୱାର୍ଣ୍ଣିଂ ଜାରି ହୋଇଛି । ଏହି ୨ଟି ଜିଲ୍ଲାରେ ୭ରୁ ୨୦ ସେମି ପର୍ଯ୍ୟନ୍ତ ବର୍ଷା … Continue reading ଉତ୍ତର ଓଡ଼ିଶାରେ ଅତି ପ୍ରବଳ ବର୍ଷା ସମ୍ଭାବନା