29.1 C
Bhubaneswar
Monday, June 24, 2024
Homeଦେଶ ବିଦେଶଉପରାଷ୍ଟ୍ରପତି ମୁଖବେର ହେଲେ ଇରାନର କାମଚଳା ରାଷ୍ଟ୍ରପତି

ଉପରାଷ୍ଟ୍ରପତି ମୁଖବେର ହେଲେ ଇରାନର କାମଚଳା ରାଷ୍ଟ୍ରପତି

ନୂଆଦିଲ୍ଲୀ : ଉପରାଷ୍ଟ୍ରପତି ମୁଖବେର ଇରାନର କାମଚଳା ରାଷ୍ଟ୍ରପତି ଦାୟିତ୍ୱ ଭାବେ ଦାୟିତ୍ୱ ଗ୍ରହଣ କରିଛନ୍ତି । ରବିବାର ହେଲିକପ୍ଟର ରାଷ୍ଟ୍ରପତି ଇବ୍ରାହିମ ରଇସଙ୍କ ମୃତ୍ୟ ଦୁର୍ଘଟଣାରେ ହୋଇଥିଲା । ଦୁର୍ଘଟଣାର କାରଣ ନେଇ ଉଚ୍ଚସ୍ତରୀୟ ତଦନ୍ତ ନିର୍ଦ୍ଦେଶ ଦିଆଯାଇଛି । ସେପଟେ ଇରାନରେ ୫ ଦିନିଆ ଶୋକ ଘୋଷଣା ହୋଇଛି । ଆଜି ଦିନିକିଆ ଶୋକ ପାଳୁଛି ଭାରତ । ରବିବାର ଇରାନ୍‌ ରାଷ୍ଟ୍ରପତି ଇବ୍ରାହିମ ରଇସଙ୍କ ହେଲିକପ୍ଟର ଦୁର୍ଘଟଣାରେ ମୃତ୍ୟୁ ହୋଇଥିଲା। ତେବେ ଏହି ଦୁର୍ଘଟଣାର କିଭଳି ହେଲା ନେଇ ଉଚ୍ଚସ୍ତରୀୟ ତଦନ୍ତ ନିର୍ଦ୍ଦେଶ ଦିଆଯାଇଛି। ସେପଟେ ଇରାନରେ ୫ ଦିନିଆ ଶୋକ ଘୋଷଣା ହୋଇଛି। ଗତକାଲି ହେଲିକପ୍ଟର ଦୁର୍ଘଟଣା ପରେ ନିଖୋଜ ଥିବା ରାଷ୍ଟ୍ରପତି ଇବ୍ରାହିମ୍‌ ରଇସି ଓ ବୈଦେଶିକ ମନ୍ତ୍ରୀ ହୁସେନ୍‌ ଆମିର ଅବ୍‌ଦୁଲ୍ଲାଇନ୍‌ଙ୍କ ମୃତଦେହକୁ ଆଜି ଠାବ କରାଯାଇଛି। ମୃତଦେହ ମିଳିବା ପରେ ଇରାନରେ ଶୋକର ଛାୟା ଖେଳି ଯାଇଛି।

LEAVE A REPLY

Please enter your comment!
Please enter your name here

5,005FansLike
2,475FollowersFollow
12,700SubscribersSubscribe

Most Popular

HOT NEWS

Breaking