16.1 C
Bhubaneswar
Tuesday, December 9, 2025
Homeଦେଶ ବିଦେଶସେପ୍ଟେମ୍ବର ୯ରେ ଉପରାଷ୍ଟ୍ରପତି ନିର୍ବାଚନ

ସେପ୍ଟେମ୍ବର ୯ରେ ଉପରାଷ୍ଟ୍ରପତି ନିର୍ବାଚନ

ନୂଆଦିଲ୍ଲୀ: ସେପ୍ଟେମ୍ବର ୯ତାରିଖରେ ଉପରାଷ୍ଟ୍ରପତି ନିର୍ବାଚନ  ା ଶୁକ୍ରବାର ନିର୍ବାଚନ କମିଶନ ଉପରାଷ୍ଟ୍ରପତି ନିର୍ବାଚନର କାର୍ଯ୍ୟସୂଚୀ ଘୋଷଣା କରିଛନ୍ତି । ଉପରାଷ୍ଟ୍ରପତି ନିର୍ବାଚନ ପାଇଁ ଜାରି ହେଲା ବିଜ୍ଞପ୍ତି । ଆସନ୍ତା ୭ ତାରିଖରେ ପ୍ରକାଶ ପାଇବ ବିଜ୍ଞପ୍ତି । ଅଗଷ୍ଟ ୨୧ରେ  ନାମାଙ୍କର  ଶେଷ ତାରିଖ । ଅଗଷ୍ଟ ୨୨ରେ ଯାଞ୍ଚ । ନାମାଙ୍କନ ପ୍ରତ୍ୟାହାରର ଶେଷ ତାରିଖ ଅଗଷ୍ଟ ୨୫  ରହିଛି । ସୁଚନାଥାକି, କିଛି ଦିନ ତଳେ ଜଗଦୀପ ଧନଖଡ ତାଙ୍କର ଦେହ ଅସୁସ୍ଥ ଥିବାରୁ ଉପରାଷ୍ଟ୍ରପତି ପଦରୁ ଇସ୍ତଫା ଦେଇଥିଲେ ।

LEAVE A REPLY

Please enter your comment!
Please enter your name here

5,005FansLike
2,475FollowersFollow
12,700SubscribersSubscribe

Most Popular

HOT NEWS

Breaking