ଅଗଷ୍ଟ ୬ ରେ ଉପରାଷ୍ଟ୍ରପତି ନିର୍ବାଚନ

ନୂଆଦିଲ୍ଲୀ : ଉପରାଷ୍ଟ୍ରପତି ନିର୍ବାଚନ ନେଇ ଘୋଷଣା ହେଲା ତାରିଖ । ଅଗଷ୍ଟ ୬ ରେ ଉପରାଷ୍ଟ୍ରପତି ନିର୍ବାଚନ । ଉପରାଷ୍ଟ୍ରପତି ନିର୍ବାଚନ ଅଗଷ୍ଟ ୬ ରେ ଧାର୍ଯ୍ୟ କରାଯାଇଛି ବୋଲି ଭାରତର ନିର୍ବାଚନ ଆୟୋଗ ଆଜି ଘୋଷଣା କରିଛନ୍ତି । ବର୍ତ୍ତମାନ ଉପରାଷ୍ଟ୍ରପତି ଭେଙ୍କେୟା ନାଇଡୁ ରହିଛନ୍ତି ।ଉପରାଷ୍ଟ୍ରପତି ନିର୍ବାଚନ ନେଇ ଜୁଲାଇ ୫ ରେ ବିଜ୍ଞପ୍ତି ପ୍ରକାଶ ପାଇବ । ଜୁଲାଇ ୧୯ ତାରିଖ ପର୍ଯ୍ୟନ୍ତ ନାମାଙ୍କନ ପତ୍ର ଦାଖଲ କରାଯାଇ ପାରିବ । … Continue reading ଅଗଷ୍ଟ ୬ ରେ ଉପରାଷ୍ଟ୍ରପତି ନିର୍ବାଚନ