32.1 C
Bhubaneswar
Wednesday, May 6, 2026
Homeଓଡିଶାସ୍ତ୍ରୀକୁ କୁରାଢ଼ୀରେ ହାଣି ହତ୍ୟା କଲେ ଏବିଡିଓ

ସ୍ତ୍ରୀକୁ କୁରାଢ଼ୀରେ ହାଣି ହତ୍ୟା କଲେ ଏବିଡିଓ

କେନ୍ଦୁଝର: ସ୍ତ୍ରୀକୁ କୁରାଢ଼ୀରେ ହାଣି ହତ୍ୟା କଲେ ଏବିଡିଓ। କେନ୍ଦୁଝର ଜିଲ୍ଲା ନନ୍ଦିପଦା ଥାନା ଡ଼ଅଁର ଗାଁରେ ଘଟିଛି ଏଭଳି ଘଟଣା । ପାରିବାରିକ କଳହରୁ ସ୍ୱାମୀ ଦେବୀପ୍ରସାଦ ସ୍ତ୍ରୀ ସୁଦେଷ୍ଣାଙ୍କୁ କୁରାଢ଼ିରେ ହାଣି ହତ୍ୟା କରି ଦୌଡ଼ି ପଳାଇଥିବା ଜଣାପଡ଼ିଛି । ସୁଦେଷ୍ଣାଙ୍କୁ ଗୁରୁତର ଅବସ୍ଥାରେ ଭଦ୍ରକ ଡାକ୍ତରଖାନାକୁ ନିଆଯାଇଥିଲେ ମଧ୍ୟ ସେଠାରେ ଡାକ୍ତର ତାଙ୍କୁ ମୃତ ଘୋଷଣା କରିଥିଲେ । ଦେବୀପ୍ରସାଦ ଭଦ୍ରକ ଜିଲ୍ଲା ବନ୍ତ ବ୍ଲକର ଏବିଡିଓ ଅଛନ୍ତି । ତେବେ ଆକ୍ରମଣ କରି ଫେରାର ହୋଇଯାଇଛନ୍ତି ଏବିଡିଓ ।

5,005FansLike
2,475FollowersFollow
12,700SubscribersSubscribe

HOT NEWS

Breaking