29.1 C
Bhubaneswar
Tuesday, March 17, 2026
Homeଓଡିଶାଅଙ୍ଗନୱାଡି ସୁପରଭାଇଜରଙ୍କୁ ଧରିଲା ଭିଜିଲାନ୍ସ

ଅଙ୍ଗନୱାଡି ସୁପରଭାଇଜରଙ୍କୁ ଧରିଲା ଭିଜିଲାନ୍ସ

କୋରାପୁଟ: କୋରାପୁଟ ଜିଲ୍ଲା ଲକ୍ଷ୍ମୀପୁର ବ୍ଲକ ଅଙ୍ଗନୱାଡି ସୁପରଭାଇଜର ଧରାପଡିଲେ । ଅଙ୍ଗନୱାଡି ସୁପରଭାଇଜର ରେଣୁକା ପଟ୍ଟନାୟକ ଧରାପଡିଲେ । ୫୦ ହଜାର ଟଙ୍କା ଲାଞ୍ଚ ନେବା ବେଳେ ଧରିଲା ଭିଜିଲାନ୍ସ ।ଅଭିଯୋଗକାରୀ ଏହି ରାଶି ଦେବାକୁ ଅକ୍ଷମତା ପ୍ରକାଶ କରି ଭିଜିଲାନ୍ସର ଦ୍ବାରସ୍ଥ ହୋଇଥିଲେ। ଆଉ ଆଜି ଯୋଜନା ମୁତାବକ ଲାଞ୍ଚ ଟଙ୍କା ନେବାବେଳେ ଭିଜିଲାନ୍ସ ଟିମ୍ ଆଙ୍ଗନବାଡ଼ି ସୁପରଭାଇଜରଙ୍କୁ ଧରିଥିଲା। ଏଥିସହ ତାଙ୍କ ଠାରୁ ସମ୍ପୂର୍ଣ୍ଣ ଲାଞ୍ଚ ଟଙ୍କା ଉଦ୍ଧାର କରାଯାଇଛି। ଅପରପକ୍ଷରେ ତାଙ୍କ ପାଖରେ ଆୟ ବହିର୍ଭୁତ ସମ୍ପତ୍ତି ଥିବା ସନ୍ଦେହରେ ଭିଜିଲାନ୍ସ ପକ୍ଷରୁ ଏକକାଳୀନ ୩ଟି ସ୍ଥାନରେ ଚଢାଉ ଜାରି ରହିଛି।

 

5,005FansLike
2,475FollowersFollow
12,700SubscribersSubscribe

HOT NEWS

Breaking