ଜୟପୁର : ଭିଜିଲାନ୍ସ ଜାଲରେ ଜୟପୁର ବ୍ଲକ ସହକାରୀ ନିର୍ବାହୀ ଯନ୍ତ୍ରୀ । ନିର୍ବାହୀ ଯନ୍ତ୍ରୀ ବିଶ୍ୱନାଥ ପାତ୍ରଙ୍କ ଘରେ ରେଡ ହୋଇଛି । ଆୟ ବହିର୍ଭୁତ ସମ୍ପତ୍ତି ଠୁଳ ଅଭିଯୋଗରେ ଚଢାଉ କରାଯାଇଛି । ଭିଜିଲାନ୍ସ ଏକକାଳୀନ ୬ଟି ସ୍ଥାନରେ ଚଢାଉ କରିଛି । ଜୟପୁର , ଗଞ୍ଜାମ ଓ ଭୁବନେଶ୍ୱରରେ ଚଢାଉ କରିଛି । ପୌରପାଳିକାର ଯନ୍ତ୍ରୀ ଦାୟିତ୍ୱରେ ମଧ୍ୟ ଅଛନ୍ତି ବିଶ୍ୱନାଥ ।










