ଭୁବନେଶ୍ୱର : ଭିଜିଲାନ୍ସ ଜାଲରେ ପଡ଼ିଲେ ମୁଖ୍ୟ ନିର୍ମାଣ ଯନ୍ତ୍ରୀ । ଆୟ ବହିର୍ଭୂତ ସମ୍ପତ୍ତି ଠୁଳ ଅଭିଯୋଗରେ ୯ଟି ସ୍ଥାନରେ ରେଡ କରିଛି ଭିଜିଲାନ୍ସ। ବଲାଙ୍ଗୀର ଲୋୟର ସୁକତେଲ ମୁଖ୍ୟ ନିର୍ମାଣ ଯନ୍ତ୍ରୀ ସୁନୀଲ କୁମାର ରାଉତଙ୍କ ଘରେ ବଡ଼ ଧରଣର ଚଢାଉ କରିଛି ଭିଜିଲାନ୍ସ। ଭୁବନେଶ୍ୱର, ପୁରୀ, କଟକ, ଅନୁଗୁଳ, ବଲାଙ୍ଗୀରରେ ଏକକାଳୀନ ୯ଟି ସ୍ଥାନରେ ଚାଲିଛି ତଢାଉ। ଏହି ଚଢାଉରେ ୨ ଜଣ ଅତିରିକ୍ତ ଏସପି, ୮ଜଣ ଡିଏସପି, ୬ ଜଣ ଇନିସପେକ୍ଟର … Continue reading ଭିଜିଲାନ୍ସ ହାତରେ ଯନ୍ତ୍ରୀ
Copy and paste this URL into your WordPress site to embed
Copy and paste this code into your site to embed