31.1 C
Bhubaneswar
Tuesday, March 24, 2026
Homeଓଡିଶାଭିଜିଲାନ୍ସ ହାତରେ କନିଷ୍ଠ ଯନ୍ତ୍ରୀ

ଭିଜିଲାନ୍ସ ହାତରେ କନିଷ୍ଠ ଯନ୍ତ୍ରୀ

ଜଗତସିଂହପୁର : ଭିଜିଲାନ୍ସ ହାତରେ କନିଷ୍ଠ ଯନ୍ତ୍ରୀ । ଜଗତସିଂହପୁର ଜିଲ୍ଲା ନାଉଗାଁ ବ୍ଲକ କନିଷ୍ଠ ଯନ୍ତ୍ରୀ ସ୍ମୃତି ରଞ୍ଜନ ନାୟକ ୨୫ ହଜାର ଟଙ୍କା ଲାଞ୍ଚ ନେଲା ବେଳେ ଧରାପଡ଼ିଛନ୍ତି। ଏକ ଶ୍ମଶାନ କାମ ବିଲ୍ କରିବା ପାଇଁ ଠିକାଦାରଙ୍କ ଠାରୁ ସେ ୨୫ ହଜାର ଟଙ୍କା ଲାଞ୍ଚ ନେଉଥିବା ବେଳ ଭିଜିଲାନ୍ସ ହାତରେ ଧରାପଡ଼ିଛନ୍ତି କନିଷ୍ଠ ଯନ୍ତ୍ରୀ ସ୍ମୃତି ରଞ୍ଜନ ନାୟକ।

5,005FansLike
2,475FollowersFollow
12,700SubscribersSubscribe

HOT NEWS

Breaking