28.5 C
Bhubaneswar
Wednesday, April 22, 2026
Homeଓଡିଶାଭିଜିଲାନ୍ସ ଜାଲରେ ବାଲେଶ୍ୱର ଗ୍ରାମ୍ୟ ନିର୍ମାଣ ମଣ୍ଡଳର ମୁଖ୍ୟଯନ୍ତ୍ରୀ

ଭିଜିଲାନ୍ସ ଜାଲରେ ବାଲେଶ୍ୱର ଗ୍ରାମ୍ୟ ନିର୍ମାଣ ମଣ୍ଡଳର ମୁଖ୍ୟଯନ୍ତ୍ରୀ

ଭୁବନେଶ୍ୱର : ଆୟ ବର୍ହିଭୂତ ସମ୍ପତ୍ତି ଠୁଳ ଅଭିଯୋଗରେ ବାଲେଶ୍ୱର ଗ୍ରାମ୍ୟ ନିର୍ମାଣ ମଣ୍ଡଳର ମୁଖ୍ୟଯନ୍ତ୍ରୀ ଏନ. ଭି. ହରିହର ରାଓଙ୍କ ଘରେ ଭିଜିଲାନ୍ସ ପକ୍ଷରୁ ଚଢ଼ାଉ କରାଯାଇଛିହରିହରଙ୍କ ପୈତୃକ ଘର, ଅଫିସ, ଭୁବନେଶ୍ୱର, ବ୍ରହ୍ମପୁର, ବାଲେଶ୍ୱର, କେନ୍ଦୁଝର ଓ ଫୁଲବାଣୀ ଥିବା ଘର ସମେତ ମୋଟ ୧୧ଟି ସ୍ଥାନରେ ଚଢାଉ କରିଛି ଭିଜିଲାନ୍ସ।ମୁଖ୍ୟଯନ୍ତ୍ରୀଙ୍କର ବ୍ରହ୍ମପୁର ଭାବିନିପୁରରେ ଥିବା ଦୁଇ ମହଲା ବିଶିଷ୍ଟ ଘର, ଭୁବନେଶ୍ୱର ସ୍ଥିତ ପାତ୍ରପଡ଼ାରେ ଥିବା ବିଲଡିଂ, ବ୍ରହ୍ମପୁର କମାପଲ୍ଲୀରେ ଏକ ଥ୍ରୀ ବିଏଚକେ ଫ୍ଲାଟ, ଫୁଲବାଣୀ ଓଲେନବାଚରେ ଥିବା ତାଙ୍କ ପୈତୃକ ଘର, ବାଲେଶ୍ୱର ସରକାରୀ ବାସଭବନ ଓ ଅଫିସ, କେନ୍ଦୁଝରରେ ଥିବା ଅଫିସ ଚାମ୍ବର, ବ୍ରହ୍ମପୁର ତୁଳସୀନଗର ଓ ଶାନ୍ତି ନଗରରେ ଥିବା ସଂପର୍କୀୟଙ୍କ ଘର ଓ କେନ୍ଦୁଝର ବଳଦେବଜିଉ କଲୋନୀରେ ଥିବା ତାଙ୍କର ଜଣେ ସହଯୋଗୀଙ୍କ ଘରେ ଏକ କାଳୀନ ଚଢ଼ଉ କରାଯାଇଛି।

5,005FansLike
2,475FollowersFollow
12,700SubscribersSubscribe

HOT NEWS

Breaking