32.1 C
Bhubaneswar
Thursday, May 2, 2024
Homeଓଡିଶାସୁପରଭାଇଜର ମଲ୍ଲିଲତା ଦାସଙ୍କ ଘରେ ଭିଜିଲାନ୍ସ ଚଢ଼ଉ

ସୁପରଭାଇଜର ମଲ୍ଲିଲତା ଦାସଙ୍କ ଘରେ ଭିଜିଲାନ୍ସ ଚଢ଼ଉ

ଭଦ୍ରକ : ଆୟବହିର୍ଭୂତ ସମ୍ପତ୍ତି ଠୁଳ ଅଭିଯୋଗରେ ଭଦ୍ରକ ସିଡିପିଓଙ୍କ ଅଫିସରେ କାର୍ଯ୍ୟରତ ସୁପରଭାଇଜର ମଲ୍ଲିଲତା ଦାସଙ୍କ ଘରେ ଭିଜିଲାନ୍ସ ଚଢ଼ାଉ ଚାଲିଥିବାର ଖବର ମିଳିଛି। ଭିଜିଲାନ୍ସର ତିନିଟି ଟିମ ଚଢ଼ାଉ କରିବା ସହ କାଗଜପତ୍ର ଯାଞ୍ଚ କରୁଛି। ସୂଚନା ଅନୁଯାୟୀ, ଭଦ୍ରକ ଜିଲ୍ଲା ସିଡିପିଓ କାର୍ଯ୍ୟାଳୟର ସୁପର ଭାଇଜର ମଲ୍ଲିଲତା ଦାସଙ୍କ ଭଦ୍ରକ ସହରର ଆରଡ଼ି ଛକ ସ୍ଥିତ ବାସଭବନ ସହ ଆମ୍ୱରୋଲୀ ସ୍ଥିତ ଗାଁରେ ଭିଜିଲାନ୍ସ ଟିମ୍ ଏକସଙ୍ଗେ ଚଢ଼ଉ କରୁଛି। ଭଦ୍ରକ ସିଡିପିଓ କାର୍ଯ୍ୟାଳୟରେ ମଧ୍ୟ ଭିଜିଲାନ୍ସର ଗୋଟିଏ ଟିମ ଚଢ଼ାଉ କରିବା ସହ ବିଭିନ୍ନ କାଗଜପତ୍ର ଯାଞ୍ଚ କରୁଥିବା ସୂଚନା ମିଳିଛି।

LEAVE A REPLY

Please enter your comment!
Please enter your name here

5,005FansLike
2,475FollowersFollow
12,700SubscribersSubscribe

Most Popular

HOT NEWS

Breaking