ଡିଏଫ୍‌ଓଙ୍କ ଘରେ ପଶିଲା ଭିଜିଲାନ୍ସ; ୭ଟି ସ୍ଥାନରେ ଚଢ଼ାଉ

ରାୟଗଡ଼ା : ଡିଏଫ୍‌ଓଙ୍କ ଘରେ ପଶିଲା ଭିଜିଲାନ୍ସ। ଆୟ ବହିର୍ଭୁତ ସଂପତି ଠୁଳ ଅଭିଯୋଗରେ ରାୟଗଡ଼ା ଡିଏଫ୍‌ଓ ବିଜୟ କୁମାର ପରିଡ଼ାଙ୍କ ଘରେ ଆଜି ଭିଜିଲାନ୍ସ ବିଭାଗ ପକ୍ଷରୁ ଚଢ଼ାଉ କରାଯାଇଛି। ଡିଏଫଓ ରହୁଥିବା ଗାନ୍ଧୀନଗର ସ୍ଥିତ ସରକାରୀ ବାସଭବନ ଠାରେ ଭିଜିଲାନ୍ସ ଟିମ୍ ଚଢ଼ାଉ କରିଛି। ଏହାସହ ରାୟଗଡ଼ା ଓ ଭୁବନେଶ୍ୱର ସମେତ ୪ଟି ଜିଲ୍ଲାର ୭ଟି ସ୍ଥାନରେ ଭିଜିଲାନ୍ସ ପକ୍ଷରୁ ଏକକାଳୀନ ଚଢାଉ କରାଯାଇଛି। ଏହି ଚଢ଼ାଉରେ ଭିଜିଲାନ୍ସର ୫ ଜଣିଆ ଟିମ୍ ସାମିଲ … Continue reading ଡିଏଫ୍‌ଓଙ୍କ ଘରେ ପଶିଲା ଭିଜିଲାନ୍ସ; ୭ଟି ସ୍ଥାନରେ ଚଢ଼ାଉ