39.2 C
Bhubaneswar
Thursday, April 18, 2024
Homeଓଡିଶାଅବସରପ୍ରାପ୍ତ ରେଞ୍ଜରଙ୍କ ଘରେ ଚଢ଼ାଉ

ଅବସରପ୍ରାପ୍ତ ରେଞ୍ଜରଙ୍କ ଘରେ ଚଢ଼ାଉ

ଭୁବନେଶ୍ଵର: ଆୟ ବହିର୍ଭୂତ ସମ୍ପତ୍ତି ଠୁଳ ଅଭିଯୋଗରେ ବାଲୁଗାଁର ଅବସରପ୍ରାପ୍ତ ରେଞ୍ଜରଙ୍କ ଘରେ ଚଢ଼ାଉ କରିଛି ଭିଜିଲାନ୍ସ । କଟକ ମହୁମାଛି ଗଳିରେ ଥିବା ଘର ସମେତ ୫ଟି ସ୍ଥାନରେ ଚଢ଼ାଉ ହୋଇଛି।
ଏହା ସହ ଭୁବନେଶ୍ବର ନ୍ୟୁ ଫରେଷ୍ଟ ପାର୍କରେ ଥିବା ୩ ମହଲା ଘରେ ରେଡ୍‌ କରିଛି ଭିଜିଲାନ୍ସ । ସେଥିରେ ସାମିଲ ରହିଛି ଭୀମପୁର ମୌଜା, ବାରଙ୍ଗ ଦଧିପାଟଣାରେ ଥିବା ଘର ।ଏହା ବ୍ୟତୀତ ପାଟକୁରା ବଙ୍ଗାଲପୁରରେ ପୈତୃକ ସମ୍ପତ୍ତି ଓ ଶ୍ବଶୁର ଘରେ ରେଡ୍‌ କରିଛି ଭିଜିଲାନ୍ସ ।

5,005FansLike
2,475FollowersFollow
12,700SubscribersSubscribe

Most Popular

HOT NEWS

Breaking