27.1 C
Bhubaneswar
Friday, June 6, 2025
Homeଓଡିଶାବିଜୟ ଶଙ୍କରଙ୍କ ବିବାହ ଆବେଦନ ଖାରଜ

ବିଜୟ ଶଙ୍କରଙ୍କ ବିବାହ ଆବେଦନ ଖାରଜ

ଭୁବନେଶ୍ୱର : ବିଧାୟକ ବିଜୟ ଶଙ୍କର ଦାସ ବିବାହ ବିବାଦ ମାମଲା । ପ୍ରତ୍ୟୁଷାଙ୍କୁ ଏବେ ବିବାହ କରିପାରିବେନି ବିଜୟ ଶଙ୍କର । ଆବେଦନ ଖାରଜ କଲେ କଟକ ବିବାହ ପଞ୍ଜୀକରଣ ଅଧିକାରୀ । ବିବାହ ପାଇଁ ଆବେଦନ ପତ୍ରରେ ତ୍ରୁଟି ଦର୍ଶାଇ ଖାରଜ କଲେ । ଆବେଦନ ପତ୍ରରେ ପ୍ରତ୍ୟୁଷା ଅବିବହିତ ବୋଲି ଦର୍ଶାଯାଇଥିଲେ । ମାତ୍ର, ପ୍ରତ୍ୟୁଷା ବିବାହ କରି ସ୍ୱାମୀଙ୍କ ଠାରୁ ଛାଡପତ୍ର ପାଇଛନ୍ତି । ବିଜୟ ଶଙ୍କର କରିଥିବା ଆବେଦନ ପତ୍ରରେ ତାହା ଦର୍ଶାଯାଇଥିଲା ।

LEAVE A REPLY

Please enter your comment!
Please enter your name here

5,005FansLike
2,475FollowersFollow
12,700SubscribersSubscribe

Most Popular

HOT NEWS

Breaking