26.1 C
Bhubaneswar
Friday, May 10, 2024
Homeଦେଶ ବିଦେଶଛତିଶଗଡର ମୁଖ୍ୟମନ୍ତ୍ରୀ ଭାବେ ଶପଥ ନେଲେ ବିଷ୍ଣୁଦେଓ ସାଏ

ଛତିଶଗଡର ମୁଖ୍ୟମନ୍ତ୍ରୀ ଭାବେ ଶପଥ ନେଲେ ବିଷ୍ଣୁଦେଓ ସାଏ

ବ୍ୟୁରୋ : ଛତିଶଗଡର ନୂଆ ମୁଖ୍ୟମନ୍ତ୍ରୀ ଭାବେ ଶପଥ ନେଲେ ବିଷ୍ଣୁଦେଓ ସାଏ । ପଦ ଓ ଗୋପନୀୟତାର ଶପଥପାଠ କରାଇଲେ ରାଜ୍ୟପାଳ ବିଶ୍ୱଭୂଷଣ ହରିଚନ୍ଦନ । ବିଷ୍ଣୁଦେଓଙ୍କ ସମେତ ଦୁଇ ଉପ-ମୁଖ୍ୟମନ୍ତ୍ରୀ ମଧ୍ୟ ପଦ ଓ ଗୋପନୀୟତାର ଶପଥ ନେଇଛନ୍ତି । ବିଜୟ ଶର୍ମା ଓ ଅରୁଣ ସାଓ ଉପ-ମୁଖ୍ୟମନ୍ତ୍ରୀ ଭାବେ ଶପଥ ନେଇଛନ୍ତି । ଏହି ଶପଥଗ୍ରହଣ ଉତ୍ସବରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଉପସ୍ଥିତ ଥିଲେ । ନରେନ୍ଦ୍ର ମୋଦିଙ୍କ ସମେତ ବିଜେପିର ବରିଷ୍ଠ ନେତା ଅମିତ ଶାହ, ଜେ.ପି ନଡ୍ଡା, ଯୋଗୀ ଆଦିତ୍ୟନାଥ, ହିମନ୍ତ ବିଶ୍ୱଶର୍ମା ଯୋଗ ଦେଇଥିଲେ । ସେହିଭଳି ପୂର୍ବତନ ମୁଖ୍ୟମନ୍ତ୍ରୀ ରମଣ ସିଂ ମଧ୍ୟ ଶପଥ ଗ୍ରହଣ ଉତ୍ସବରେ ସାମିଲ ହୋଇଥିଲେ ।

LEAVE A REPLY

Please enter your comment!
Please enter your name here

5,005FansLike
2,475FollowersFollow
12,700SubscribersSubscribe

Most Popular

HOT NEWS

Breaking