28.1 C
Bhubaneswar
Thursday, September 19, 2024
Homeଓଡିଶାଭିସୁଟ୍ ଛାତ୍ରୀ ଚିନ୍ମୟୀ ସାହୁଙ୍କ ମୃତ୍ୟୁ ମାମଲା : ରାଜ୍ୟ ସରକାରଙ୍କୁ ହାଇକୋର୍ଟଙ୍କ ପ୍ରଶ୍ନ

ଭିସୁଟ୍ ଛାତ୍ରୀ ଚିନ୍ମୟୀ ସାହୁଙ୍କ ମୃତ୍ୟୁ ମାମଲା : ରାଜ୍ୟ ସରକାରଙ୍କୁ ହାଇକୋର୍ଟଙ୍କ ପ୍ରଶ୍ନ

ଭୁବନେଶ୍ୱର : ଭିସୁଟ୍ ଛାତ୍ରୀ ଚିନ୍ମୟୀ ସାହୁଙ୍କ ମୃତ୍ୟୁ ମାମଲା । ରାଜ୍ୟ ସରକାରଙ୍କ ପକ୍ଷରୁ ହାଇକୋର୍ଟରେ ଜବାବ ଦାଖଲ । ତଦନ୍ତର ଅଗ୍ରଗତି ନେଇ ଜବାବ ଦାଖଲ କଲେ ସରକାର । ମୃତ୍ୟୁର ସିବିଆଇ ତଦନ୍ତ ପାଇଁ ପିଟିସନ କରିଥିଲେ ଚିନ୍ମୟୀଙ୍କ ପରିବାର ।  ସିବିଆଇକୁ କାହିଁକି ତଦନ୍ତ ଦାୟିତ୍ୱ ଦିଆଯିବନି ? । ରାଜ୍ୟ ସରକାରଙ୍କୁ ଉତ୍ତର ରଖିବାକୁ ନିର୍ଦ୍ଦେଶ । ରାଜ୍ୟ ସରକାରଙ୍କୁ ନିର୍ଦ୍ଦେଶ ଦେଲେ ସରକାର । କୋର୍ଟରେ ଆଜି ହୋଇଥିଲା ଏହି ମାମଲାର ଶୁଣାଣି । ଏହାର ପରବର୍ତ୍ତୀ ଶୁଣାଣି ଆସନ୍ତା ମଙ୍ଗଳବାର ହେବ । ଏହି ସମୟ ଭିତରେ ସରକାର ଉତ୍ତର ରଖିବେ ।

LEAVE A REPLY

Please enter your comment!
Please enter your name here

5,005FansLike
2,475FollowersFollow
12,700SubscribersSubscribe

Most Popular

HOT NEWS

Breaking