27.1 C
Bhubaneswar
Friday, March 29, 2024
Homeଓଡିଶାଶ୍ରୀମନ୍ଦିର ପରିକ୍ରମା ପ୍ରକଳ୍ପର ସମୀକ୍ଷା କଲେ ୫-ଟି ସଚିବ ଭି.କେ ପାଣ୍ଡିଆନ

ଶ୍ରୀମନ୍ଦିର ପରିକ୍ରମା ପ୍ରକଳ୍ପର ସମୀକ୍ଷା କଲେ ୫-ଟି ସଚିବ ଭି.କେ ପାଣ୍ଡିଆନ

ପୁରୀ : ପୁରୀ ଗସ୍ତରେ ୫-ଟି ସଚିବ ଭି.କେ ପାଣ୍ଡିଆନ୍ । ଆଜି ସକାଳୁ ଶ୍ରୀମନ୍ଦିର ଯାଇ ଶ୍ରୀଜୀଉଙ୍କ ଦର୍ଶନ କରିଛନ୍ତି ୫-ଟି ସଚିବ ଭି.କେ ପାଣ୍ଡିଆନ। ଶ୍ରୀଜୀଉଙ୍କ ଦର୍ଶନ କରିବା ପରେ ଶ୍ରୀମନ୍ଦିର ପରିକ୍ରମା ପ୍ରକଳ୍ପ କାର୍ଯ୍ୟ ବୁଲି ଅନୁଧ୍ୟାନ କରିଥିଲେ ଶ୍ରୀ ପାଣ୍ଡିଆନ । ଉତ୍ତର ଦ୍ୱାର, ପଶ୍ଚିମଦ୍ୱାର ଓ ଦକ୍ଷିଣଦ୍ୱାର ଅଞ୍ଚଳରେ ନିର୍ମାଣ ହେଉଥିବା ଐତିହ୍ୟ ପରିକ୍ରମା ପ୍ରକଳ୍ପ କାର୍ଯ୍ୟ କିପରି ଚାଲିଛି ତା’ର ତଦାରଖ କରିଥିଲେ ୫-ଟି ସଚିବ ଭି.କେ ପାଣ୍ଡିଆନ। ଏହି ଗସ୍ତ ଅବସରରେ ପୁରୀ ଜିଲ୍ଲାପାଳ ସମର୍ଥ ବର୍ମା ଓ ଜିଲ୍ଲାର ବରିଷ୍ଠ ଅଧିକାରୀମାନେ ପ୍ରମୁଖ ଉପସ୍ଥିତ ରହିଥିଲେ । ଶ୍ରୀମନ୍ଦିର ପରିକ୍ରମା ପ୍ରକଳ୍ପକୁ ନେଇ ବିବାଦ ଚାଲିଥିବା ବେଳେ ୫-ଟି ସଚିବ ଭି.କେ ପାଣ୍ଡିଆନ ପୁରୀ ଗସ୍ତ ବେସ ଗୁରୁତ୍ୱ ବହନ କରୁଛି । ଶୁକ୍ରବାର ଏଏସ୍‌ଆଇ ସୁପରିଟେଣ୍ଡେଣ୍ଟ ଅରୁଣ ମଲ୍ଲିକ ମଧ୍ୟ ପୁରୀ ଗସ୍ତରେ ଆସି ଶ୍ରୀମନ୍ଦିରରେ ସିସିଟିଭି ନେଇ ଅନୁଧ୍ୟାନ କରିଥିଲେ ।

LEAVE A REPLY

Please enter your comment!
Please enter your name here

5,005FansLike
2,475FollowersFollow
12,700SubscribersSubscribe

Most Popular

HOT NEWS

Breaking