ବିଜେଡିରେ ଯୋଗ ଦେଲେ ଭି.କେ. ପାଣ୍ଡିଆନ

ଭୁବନେଶ୍ୱର: ବିଜେଡିରେ ଯୋଗ ଦେଲେ ଭି.କେ. ପାଣ୍ଡିଆନ। ନବୀନ ନିବାସରେ ବିଜେଡି ସୁପ୍ରିମୋ ନବୀନ ପଟ୍ଟନାୟକଙ୍କ ଉପସ୍ଥିତିରେ ସେ ବିଜେଡିରେ ସାମିଲ ହୋଇଛନ୍ତି। ସେପ୍ଟେମ୍ବର ୨୩ ତାରିଖରେ ପାଣ୍ଡିଆନ ସରକାରୀ ଚାକିରିରୁ ସ୍ୱେଚ୍ଛାକୃତ ଅବସର ନେଇଥିଲେ। ଅବସର ନେବାର ଗୋଟିଏ ଦିନ ପରେ ଶ୍ରୀ ପାଣ୍ଡିଆନଙ୍କୁ ରାଜ୍ୟ ସରକାରଙ୍କ ୫-ଟି ଓ ନବୀନ ଓଡ଼ିଶାର ଅଧ୍ୟକ୍ଷ ଭାବେ ନିଯୁକ୍ତି ଦିଆଯାଇଥିଲା।। ସେ ସିଧାସଳଖ ମୁଖ୍ୟମନ୍ତ୍ରୀଙ୍କ ଅଧୀନରେ କାର୍ଯ୍ୟ କରୁଥିଲେ। ଏହା ସହ ଶ୍ରୀ ପାଣ୍ଡିଆନଙ୍କୁ କ୍ୟାବିନେଟ ମନ୍ତ୍ରୀ … Continue reading ବିଜେଡିରେ ଯୋଗ ଦେଲେ ଭି.କେ. ପାଣ୍ଡିଆନ