27.1 C
Bhubaneswar
Sunday, September 8, 2024
Homeଓଡିଶାଭି.ଭି ଯାଦବ ହେଲେ ଶ୍ରୀମନ୍ଦିର ମୁଖ୍ୟ ପ୍ରଶାସକ

ଭି.ଭି ଯାଦବ ହେଲେ ଶ୍ରୀମନ୍ଦିର ମୁଖ୍ୟ ପ୍ରଶାସକ

ପୁରୀ : ପୁଣି ଥରେ ଶ୍ରୀମନ୍ଦିର ମୁଖ୍ୟ ପ୍ରଶାସକ ହେଲେ ଆଇଏଏସ୍ ଅଫିସର ବୀର ବିକ୍ରମ ଯାଦବ। ବର୍ତ୍ତମାନର ଦାୟିତ୍ୱ ସହିତ ଶ୍ରୀଜଗନ୍ନାଥ ମନ୍ଦିର ପ୍ରଶାସନର ମୁଖ୍ୟ ପ୍ରଶାସକ ଭାବେ ନିଯୁକ୍ତି ଦେଇଛନ୍ତି ରାଜ୍ୟ ସରକାର । ଏ ନେଇ ଆଇନ୍ ବିଭାଗ ପକ୍ଷରୁ ଏକ ନିର୍ଦ୍ଦେଶନାମା ଜାରି କରାଯାଇଛି । ତେବେ ୧୯୯୬ ମସିହାର ଏହି ଆଇଏଏସ୍ ଅଫିସର ପୂର୍ବରୁ ମଧ୍ୟ ଶ୍ରୀମନ୍ଦିର ପ୍ରଶାସନର ଦାୟିତ୍ୱରେ ରହିସାରିଛନ୍ତି । ଆଉ ଏବେ ତାଙ୍କୁ ପୁଣିଥରେ ସେହି ସମାନ ଦାୟିତ୍ୱ ଦେଇଛନ୍ତି ରାଜ୍ୟ ସରକାର ।

LEAVE A REPLY

Please enter your comment!
Please enter your name here

5,005FansLike
2,475FollowersFollow
12,700SubscribersSubscribe

Most Popular

HOT NEWS

Breaking