26.1 C
Bhubaneswar
Friday, March 29, 2024
Homeଦେଶ ବିଦେଶଭୁଶୁଡ଼ିଲା ତିନି ମହଲା କୋଠା, ୮ ମୃତ

ଭୁଶୁଡ଼ିଲା ତିନି ମହଲା କୋଠା, ୮ ମୃତ

ମହାରାଷ୍ଟ୍ର : ମହାରାଷ୍ଟ୍ରର ଭିମ୍ବଡ଼ିରେ ଏକ ତିନି ମହଲା କୋଠା ଭୁଶୁଡି ପଡିଥିବା ସୂଚନା ମିଳିଛି। ଏହି ଦୁର୍ଘଟଣାରେ ୮ ଜଣଙ୍କର ମୃତ୍ୟୁ ହେବା ସହ ୫ଜଣ ଗୁରୁତର ଭାବେ ଆହତ ହୋଇଛନ୍ତି। ୨୦ ଜଣଙ୍କ ଉଦ୍ଧାର କରି ମେଡିକାଲରେ ଭର୍ତ୍ତି କରିଛନ୍ତି ସ୍ଥାନୀୟଲୋକ । ଏବେ ବି ୨୫ରୁ ୩୦ ଲୋକ ଫସି ରହିଥିବା ସୂଚନା ରହିଛି। ତେଣୁ ସେଠାରେ ଏନଡ଼ିଆରଏଫ ପକ୍ଷରୁ ଉଦ୍ଧାରକାର୍ଯ୍ୟ ଜାରି ରହିଛି। ଉଦ୍ଧାର କାର୍ଯ୍ୟ ପାଇଁ ଏନଡ଼ିଆରଏଫର ଦୁଇଟି ଟିମ୍ ଘଟଣାସ୍ଥଳରେ ଉପସ୍ଥିତ ରହିଛି। ଏଠାରେ କ୍ଷମତାଠାରୁ ଅଧିକ ଲୋକ ରହୁଥିବାରୁ ପୂର୍ବରୁ ଏହି କୋଠାକୁ ପୌରପାଳିକା ପକ୍ଷରୁ ମଧ୍ୟ ନୋଟିସ୍ ଜାରି କରାଯାଇଥିଲା। ଏହି କୋଠାଟି ୧୯୮୪ରେ ନିର୍ମାଣ ହୋଇଥିଲାବେଳେ ଏଠାରେ ୨୧ ପରିବାର ବସବାସ କରୁଥିଲେ।

LEAVE A REPLY

Please enter your comment!
Please enter your name here

5,005FansLike
2,475FollowersFollow
12,700SubscribersSubscribe

Most Popular

HOT NEWS

Breaking