ଭୁବନେଶ୍ୱର: ଉଚ୍ଚଶିକ୍ଷା ସଚିବ ଅରବିନ୍ଦ ଅଗ୍ରୱାଲଙ୍କ ବିରୋଧରେ ଗିରଫ ପରୱାନା ଜାରି । ହାଇକୋର୍ଟଙ୍କ ନିର୍ଦ୍ଦେଶ ପାଳନ ନକରି ଅଡୁଆରେ ଆଇଏଏସ୍ ଅରବିନ୍ଦ ଅଗ୍ରୱାଲ । ଅରବିନ୍ଦଙ୍କ ବିରୋଧରେ ଗିରଫ ପରୱାନା ଜାରି କଲେ ହାଇକୋର୍ଟ । କୁଜଙ୍ଗ କଲେଜର ଜଣେ ଅବସରପ୍ରାପ୍ତ ରିଡରଙ୍କ ମାମଲାରେ ୱାରେଣ୍ଟ । ଆସନ୍ତା ୨୨ ତାରିଖରେ ହାଜର କରାଇବାକୁ ପୋଲିସକୁ ନିର୍ଦ୍ଦେଶ ।୨୨ ମଧ୍ୟରେ କୋର୍ଟଙ୍କ ନିର୍ଦ୍ଦେଶ ପାଳନ କରିଥିଲେ ଗିରଫଦାରୀରୁ ମୁକ୍ତି ମିଳିବ ।










