27.1 C
Bhubaneswar
Sunday, September 8, 2024
Homeଓଡିଶାଜଳ ସମ୍ପଦ ବିଭାଗ କନିଷ୍ଠ ଯନ୍ତ୍ରୀଙ୍କ ଆତ୍ମହତ୍ୟା

ଜଳ ସମ୍ପଦ ବିଭାଗ କନିଷ୍ଠ ଯନ୍ତ୍ରୀଙ୍କ ଆତ୍ମହତ୍ୟା

ବୌଦ୍ଧ: ଜଳ ସମ୍ପଦ ବିଭାଗ କନିଷ୍ଠ ଯନ୍ତ୍ରୀଙ୍କ ଆତ୍ମହତ୍ୟା । କନିଷ୍ଠ ଯନ୍ତ୍ରୀ ପ୍ରଦୀପ କୁମାର ଘୋଷ ଆତ୍ମହତ୍ୟା କରିଥିବା ଜଣାପଡ଼ିଛି । ନିଜ ସରକାରୀ କ୍ୱାର୍ଟରରେ କନିଷ୍ଠ ଯନ୍ତ୍ରୀ ଆତ୍ମହତ୍ୟା କରିଥିବା ଜଣାପଡିଛି । ପଙ୍ଖାରେ ଦଉଡ଼ି ଦେଇ କନିଷ୍ଠ ଯନ୍ତ୍ରୀ ଆତ୍ମହତ୍ୟା କରିଥିବା ଜଣାପଡ଼ିଛି । ତେବେ ଆତ୍ମହତ୍ୟାର କାରଣ ଅସ୍ପଷ୍ଟ ରହିଛି । ଅନ୍ୟପଟେ ଘଟଣାସ୍ଥଳରେ ଆଦର୍ଶ ଥାନା ପୋଲିସ ପହଞ୍ଚ ତଦନ୍ତ ଆରମ୍ଭ କରିଛି ।

LEAVE A REPLY

Please enter your comment!
Please enter your name here

5,005FansLike
2,475FollowersFollow
12,700SubscribersSubscribe

Most Popular

HOT NEWS

Breaking