32.1 C
Bhubaneswar
Saturday, May 2, 2026
Homeଓଡିଶାବନ୍ୟା, ବାତ୍ୟା ମୁକାବିଲା ପାଇଁ ପ୍ରସ୍ତୁତ ଅଛୁ: ମନ୍ତ୍ରୀ

ବନ୍ୟା, ବାତ୍ୟା ମୁକାବିଲା ପାଇଁ ପ୍ରସ୍ତୁତ ଅଛୁ: ମନ୍ତ୍ରୀ

ଭୁବନେଶ୍ୱର: ସମ୍ଭାବ୍ୟ ବାତ୍ୟା ଆକଳନ ନେଇ ରାଜସ୍ୱ ମନ୍ତ୍ରୀ ସୁରେଶ ପୂଜାରୀ ପ୍ରତିକ୍ରିୟା ରଖି କହିଛନ୍ତି, ବାତ୍ୟା, ବନ୍ୟା ଏବଂ ହିଟ ୱେଭ ପ୍ରବଣ ରାଜ୍ୟ ହେଉଛି ଓଡିଶା । ଏପ୍ରିଲ ମାସ ସନ୍ଧ୍ୟାରେ ଝଡ ବି ହୁଏ । ମେ ରେ ବାତ୍ୟା ହେବା ସମ୍ଭାବନା ଥାଏ । ବନ୍ୟା, ବାତ୍ୟା ଆସିଲେ ମୁକାବିଲା ପାଇଁ ଆମେ ପ୍ରସ୍ତୁତ ଅଛୁ ।ବାତ୍ୟା ଆକଳନ କରିଥିବା ଏଜେନ୍ସି ବିଶ୍ୱାସ ଯୋଗ୍ୟ ନହେଲେ ମଧ୍ୟ ଆମେ ପ୍ରସ୍ତୁତ ଅଛୁ । ସୂଚନା ଥାଉକି, ମେ ଦ୍ୱିତୀୟ ସପ୍ତାହରେ ଲଘୁଚାପ ହେବା ନେଇ ଆଇଏମଡି ପକ୍ଷରୁ କୁହାଯାଇଛି । ୧୧ରୁ ୧୫ ତାରିଖ ମଧ୍ୟରେ ଘୂର୍ଣ୍ଣି ବଳୟ ସୃଷ୍ଟି ହେବା ନେଇ ସମ୍ଭାବନା ରହିଛି ।

5,005FansLike
2,475FollowersFollow
12,700SubscribersSubscribe

HOT NEWS

Breaking