ଆଳୁ ପାଇଁ ଆମେ କାହା ଉପରେ ନିର୍ଭର କରିବାକୁ ଚାହୁଁନାହୁଁ : ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର:  ଆଜି ରାଜ୍ୟ ବଜେଟ ଅଧିବେଶନ । ବଜେଟ ଉପସ୍ଥାପନା କରୁଛନ୍ତି ମୁଖ୍ୟମନ୍ତ୍ରୀ ମୋହନ ମାଝୀ । ଲୋକଙ୍କ ସରକାରର ଏହା  ଦ୍ୱିତୀୟ ବଜେଟ । ୨ ଲକ୍ଷ ୯୦ ହଜାର କୋଟିର ବଜେଟ ଉପାସ୍ଥାପନା କରିଛନ୍ତି ମୁଖ୍ୟମନ୍ତ୍ରୀ । କହିଛନ୍ତି ଆଳୁ ପାଇଁ ଆମେ କାହା ଉପରେ ନିର୍ଭର କରିବାକୁ ଚାହୁଁନାହୁଁ । ସରକାରଙ୍କ ପକ୍ଷରୁ  ଚାଷୀଙ୍କୁ ଆଳୁ  ବିହନ ଯୋଗାଇ ଦିଆଯାଉଛି । ଆମ ସରକାର ଯୁଗାନ୍ତକାରୀ ଶୀତଳଭଣ୍ଡାର ଯୋଜନା ଆଣିଛନ୍ତି । ରାଜ୍ୟର … Continue reading ଆଳୁ ପାଇଁ ଆମେ କାହା ଉପରେ ନିର୍ଭର କରିବାକୁ ଚାହୁଁନାହୁଁ : ମୁଖ୍ୟମନ୍ତ୍ରୀ