29.1 C
Bhubaneswar
Friday, July 18, 2025
Homeଓଡିଶାସ୍ୱଳ୍ପ ବର୍ଷାରେ ଭିଜିପାରେ ଓଡିଶା

ସ୍ୱଳ୍ପ ବର୍ଷାରେ ଭିଜିପାରେ ଓଡିଶା

ଭୁବନେଶ୍ୱର: ଆଜି ସାରା ରାଜ୍ୟରେ ଶୀତ ଲହରି ଅନୁଭୂତ ହୋଇଛି ଏହାକୁ ନେଇ ୫ଟି ଜିଲ୍ଲାକୁ ୟେଲୋ ଓ୍ୱାର୍ଣ୍ଣିଂ ଜାରି କରିଛି ପାଣି ପାଗ ବିଭାଗ ।ସେହିପରି ଆସନ୍ତା ୨୮ରେ ୯ଟି ଜିଲ୍ଲାରେ ଘଡ଼ଘଡ଼ି ସହ ସ୍ୱଳ୍ପରୁ ମଧ୍ୟମ ଧରଣର ବର୍ଷା ସମ୍ଭାବନା ରହିଛି। କଟକ, ଅନୁଗୁଳ, ଢେଙ୍କାନାଳ, ଭଦ୍ରକ, ଯାଜପୁର, କେନ୍ଦ୍ରାପଡ଼ା, ଝାରସୁଗୁଡ଼ା, ମୟୂରଭଞ୍ଜ ଓ କେନ୍ଦୁଝରରେ ବର୍ଷା ସମ୍ଭାବନା ରହିଛି। ଆସନ୍ତା ୨୭ରେ ପାଗ ଶୁଖିଲା ରହିବା ନେଇ ପୂର୍ବାନୁମାନ କରିଛି ପାଣିପାଗ କେନ୍ଦ୍ର।
https://onakhabar.com/2020/01/25/sex-racket-8/

5,005FansLike
2,475FollowersFollow
12,700SubscribersSubscribe

Most Popular

HOT NEWS

Breaking