27.1 C
Bhubaneswar
Friday, March 29, 2024
Homeଓଡିଶାଉପକୂଳ ଓ ଉତ୍ତର ଓଡ଼ିଶାରେ ଘର୍ଣ୍ଣିଝଡ଼ ସହ ହାଲୁକା ବର୍ଷା ସମ୍ଭାବନା

ଉପକୂଳ ଓ ଉତ୍ତର ଓଡ଼ିଶାରେ ଘର୍ଣ୍ଣିଝଡ଼ ସହ ହାଲୁକା ବର୍ଷା ସମ୍ଭାବନା

ଭୁବନେଶ୍ୱର : ରାଜ୍ୟର ଅଧିକାଂଶ ସ୍ଥାନରେ ମେଘୁଆ ପାଗ ଲାଗିରହିବ । ଆସନ୍ତା ୨୪ ଘଣ୍ଟା ପର‌୍ୟ୍ୟନ୍ତ ରାତିର ସର୍ବନିମ୍ନ ତାପମାତ୍ରାରେ ପରିବର୍ତନ ହେବନି। ତେବେ ଏହାପର ଦୁଇ ଦିନ ଯାଏ ସର୍ବନିମ୍ନ ତାପମାତ୍ରା ୨ରୁ ୩ ଡିଗ୍ରି ବୃଦ୍ଧି ପାଇବ। ୮ ତାରିଖ ପର‌୍ୟ୍ୟନ୍ତ ରାଜ୍ୟର ଅଧିକାଂଶ ସ୍ଥାନରେ ମେଘୁଆ ପାଗ ଲାଗିରହିବ। କେତେକ ସ୍ଥାନରେ ଘୂର୍ଣ୍ଣିଝଡ଼ ହେବ ବୋଲି ପୂର୍ବାନୁମାନ କରିଛି ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର। ୭ ଓ ୮ ତାରିଖରେ ଉପକୂଳ ଓ ଉତ୍ତର ଓଡ଼ିଶାରେ ଘର୍ଣ୍ଣିଝଡ଼ ସହ ହାଲୁକା ବର୍ଷା ହେବ। ‌ପରିସ୍ଥିତିକୁ ଦୃଷ୍ଟିରେ ରଖି ପାଣିପା‌ଗ କେନ୍ଦ୍ର ପକ୍ଷରୁ ଉକ୍ତ ଦୁଇ ଦିନ ଲାଗି ୟୋଲୋ ୱାର୍ଣ୍ଣିଂ ଜାରି କରାଯାଇଛି।
https://onakhabar.com/2020/02/04/accident-62/
 
 

5,005FansLike
2,475FollowersFollow
12,700SubscribersSubscribe

Most Popular

HOT NEWS

Breaking