27.1 C
Bhubaneswar
Thursday, February 12, 2026
Homeଓଡିଶା୮ ତାରିଖଠାରୁ ପାଗରେ ପରିବର୍ତ୍ତନ

୮ ତାରିଖଠାରୁ ପାଗରେ ପରିବର୍ତ୍ତନ

ଭୁବନେଶ୍ବର: ଆସନ୍ତା ଦୁଇ ଦିନ ପର୍ଯ୍ୟନ୍ତ ଦିନର ସର୍ବୋଚ୍ଚ ତାପମାତ୍ରାରେ କୌଣସି ପରିବର୍ତ୍ତନ ହେବ ନାହିଁ। ଆଜି ଭଳି ସ୍ଥିତି ଲାଗିରହିବ। ମାତ୍ର ଏହାପରେ ତାପମାତ୍ରା ୨ରୁ ୩ ଡିଗ୍ରି ବଢ଼ିବ। ଗୋଟିଏ ଦୁଇଟି ସ୍ଥାନରେ ତାପମାତ୍ରା ୪୦ ଡିଗ୍ରି ଛୁଇଁବା ନେଇ ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର ପକ୍ଷରୁ ପୂର୍ବାନୁମାନ କରାଯାଇଛି। ୮ ତାରିଖଠାରୁ ପାଗରେ ପରିବର୍ତ୍ତନ ଆସିବା ସହ ପଶ୍ଚିମ ଓଡ଼ିଶାର ତାପମାତ୍ରା ପୁଣିଥରେ ଉପରମୁହାଁ ହେବ। ୯ ତାରିଖ ବେଳକୁ ସୁନ୍ଦରଗଡ଼, ଝାରସୁଗୁଡ଼ା, ସମ୍ବଲପୁର, ବଲାଙ୍ଗୀର, ସୁବର୍ଣ୍ଣପୁର, ବୌଦ୍ଧ, ଫୁଲବାଣୀ, ବଲାଙ୍ଗୀର, ଟିଟିଲାଗଡ଼, ଭବାନୀପାଟଣା ତାପମାତ୍ରା ୩୯ ଡିଗ୍ରି ଛୁଇଁପାରେ।

 

5,005FansLike
2,475FollowersFollow
12,700SubscribersSubscribe

HOT NEWS

Breaking