27.1 C
Bhubaneswar
Monday, September 30, 2024
Homeଓଡିଶା୭ରେ ଘୁର୍ଣ୍ଣିବଳୟ, ପରେ ଲଘୁଚାପ !

୭ରେ ଘୁର୍ଣ୍ଣିବଳୟ, ପରେ ଲଘୁଚାପ !

ଭୁବନେଶ୍ୱର : ଆସନ୍ତା ୭ ତାରିଖ ବେଳକୁ ଏକ ଘୁର୍ଣ୍ଣିବଳୟ ସୃଷ୍ଟି ସମ୍ଭାବନା । ଏହାର ପରବର୍ତ୍ତୀ ୪୮ ଘଣ୍ଟାରେ ଲଘୁଚାପ କ୍ଷେତ୍ର ସୃଷ୍ଟି ସମ୍ଭାବନା । ପଶ୍ଚିମ କେନ୍ଦ୍ରୀୟ ବଙ୍ଗୋପସାଗର ଅଂଚଳରେ ଲଘୁଚାପ ସୃଷ୍ଟି ସମ୍ଭାବନା । ଲଘୁଚାପ ସମ୍ଭାବନା ନେଇ ଭୁବନେଶ୍ୱର ପାଣିପାଗ କେନ୍ଦ୍ରର ସୂଚନା ।

୨୩ ଜିଲ୍ଲାରେ ବର୍ଷା ସମ୍ଭାବନା: ୟେଲୋଓ୍ଵାର୍ଣ୍ଣିଂ ଜାରି

LEAVE A REPLY

Please enter your comment!
Please enter your name here

5,005FansLike
2,475FollowersFollow
12,700SubscribersSubscribe

Most Popular

HOT NEWS

Breaking