ଜୁନ୍ ପ୍ରଥମ ସପ୍ତାହରେ ଅସମ୍ଭାଳ ତାତି : କାଳବୈଶାଖୀ ଲାଗି ୧୧ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ

ଭୁବନେଶ୍ୱର : ଉତ୍ତର-ପଶ୍ଚିମା ବାୟୁ ପ୍ରଭାବ ଯୋଗୁଁ ଆସନ୍ତା ୨ଦିନ ପରେ ଓଡ଼ିଶାରେ ତାପମାତ୍ରା ବୃଦ୍ଧି ପାଇବା ସହ କିଛି ଆଭ୍ୟନ୍ତରୀଣ ଜିଲ୍ଲାଗୁଡ଼ିକରେ ତାପମାତ୍ରା ୪୪ ରୁ ୪୭ ଡିଗ୍ରୀ ସେଲ୍‌ସିୟସ୍ ପର୍ଯ୍ୟନ୍ତ ବଢ଼ିବାର ସମ୍ଭାବନା ରହିଛି ବୋଲି ପାଣିପାଗ ବିଭାଗ ପକ୍ଷରୁ ଜଣାପଡ଼ିଛି । ଜୁନ ପ୍ରଥମ ସପ୍ତାହରେ ଗରମ ଏବଂ ଗୁଳୁଗୁଳିର ମାତ୍ରା ବଢ଼ିବା ସହ କେତେକ ଆଭ୍ୟନ୍ତରୀଣ ଜିଲ୍ଲାରେ ପ୍ରଚଣ୍ଡ ରୌଦ୍ରତାପ ସୃଷ୍ଟି ହେବା ସହ କେତେକ ସ୍ଥାନରେ ତାପମାତ୍ରା ୪୪ ଡିଗ୍ରୀ … Continue reading ଜୁନ୍ ପ୍ରଥମ ସପ୍ତାହରେ ଅସମ୍ଭାଳ ତାତି : କାଳବୈଶାଖୀ ଲାଗି ୧୧ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ