ପୁଣି ଲଘୁଚାପ ବର୍ଷାରେ ଭିଜିବ ଓଡିଶା

ଭୁବନେଶ୍ବର: ପୁଣି ଲଘୁଚାପ ବର୍ଷାରେ ଭିଜିବ ଓଡିଶା । ଆସନ୍ତାକାଲି ଉତ୍ତର ବଙ୍ଗୋପସାଗର ଅଞ୍ଚଳରେ ଲଘୁଚାପ ସୃଷ୍ଟି ହେବାର ସମ୍ଭାବନା ରହିଛି । ଏନେଇ ଆଞ୍ଚଳିକ ପାଣିପାଗ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି । ୧୩ ଓ ୧୪ରେ ଲଘୁଚାପ ଯୋଗୁଁ ରାଜ୍ୟର ବିଭିନ୍ନ ଜିଲ୍ଲାରେ ପ୍ରବଳରୁ ଅତି ପ୍ରବଳ ବର୍ଷା ହେବ । ଏପରିକି ପାହାଡିଆ ଅଞ୍ଚଳରେ ଭୂସ୍ଖଳନ ହେବାର ମଧ୍ୟ ସମ୍ଭାବନା ରହିଛି । ଆକସ୍ମିକ ବାତ୍ୟା ସହ ତଳିଆ ଅଞ୍ଚଳରେ ପାଣି ଜମି … Continue reading ପୁଣି ଲଘୁଚାପ ବର୍ଷାରେ ଭିଜିବ ଓଡିଶା