୧୨ ଘଣ୍ଟାରେ ଲଘୁଚାପ : ଏହିସବୁ ଜିଲ୍ଲାରେ ପ୍ରବଳରୁ ଅତି ପ୍ରବଳ ବର୍ଷା ସମ୍ଭାବନା

ଭୁବନେଶ୍ୱର : ଆସନ୍ତା ୧୨ ଘଣ୍ଟା ମଧ୍ୟରେ ଉତ୍ତର-ବଙ୍ଗୋପସାଗର ଅଞ୍ଚଳରେ ଲଘୁଚାପ କ୍ଷେତ୍ର ସୃଷ୍ଟି ହେବାର ସମ୍ଭାବନା ରହିଛି। ଏହାର ପରବର୍ତ୍ତୀ ୨୪ ଘଣ୍ଟା ମଧ୍ୟରେ ଆହୁରି ଘନୀଭୂତ ହୋଇ ୧୪ ତାରିଖ ସୁଦ୍ଧା ଉତ୍ତର ପଶ୍ଚିମ ବଙ୍ଗୋପସାଗରରେ ଏହା ଅବପାତର ରୂପ ନେଇପାରେ। ଏନେଇ ଭୁବନେଶ୍ୱର ସ୍ଥିତ ଆଞ୍ଚଳିକ ପାଣିପାଗ କେନ୍ଦ୍ର ପକ୍ଷରୁ ସୂଚନା ଦିଆଯାଇଛି।ଏହାର ପ୍ରଭାବରେ ଆଜିଠାରୁ ୨ ଦିନ ଯାଏ ରାଜ୍ୟରେ ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି। ବିଶେଷ କରି ବାଲେଶ୍ୱର, … Continue reading ୧୨ ଘଣ୍ଟାରେ ଲଘୁଚାପ : ଏହିସବୁ ଜିଲ୍ଲାରେ ପ୍ରବଳରୁ ଅତି ପ୍ରବଳ ବର୍ଷା ସମ୍ଭାବନା